Posted inଜାତୀୟ

କୁଏତ ପ୍ରିନ୍ସଙ୍କୁ ପତ୍ର ଲେଖି ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଇଦ-ଉଲ-ଅଜହା ବା ବକରିଦ ଅବସରରେ ଶୁଭକାମନା ଜଣାଇଛନ୍ତି। ସେ କହିଛନ୍ତି ଆଜିର ଦିନ ଆପଣ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧି ଆଣିଦେଉ। ଏହାସହ ଆମ ସମାଜରେ ଏକତା ଓ ସଦଭାବନାର ଭାବନାକୁ ବି ବଜାୟ ରଖୁ।

ଏହାସହ ପ୍ରଧାନମନ୍ତ୍ରୀ ମଧ୍ୟ କୁଏତର ନେତା ତଥା ଜନତାଙ୍କୁ ଇଦ ଅଲ-ଅଜହା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। କୁଏତର ଆମୀର ଶେଖ ନୱାଫ, କ୍ରାଉନ ପ୍ରିନ୍ସ ଶେଖ ମିଶାଲ, ପ୍ରଧାନମନ୍ତ୍ରୀ ଶେଖ ଅହମ୍ମଦ ନୱାଫ ଏବଂ କୁଏତର ନାଗରିକମାନଙ୍କୁ ମୋଦି ଶୁଭେଚ୍ଛା ଜଣାଇଛନ୍ତି।
ସେଠାରେ ଥିବା ଭାରତୀୟ ଦୂତାବାସ କହିଛି ଯେ ପବିତ୍ର ବକରିଦ ପର୍ବରେ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ପବିତ୍ର ପର୍ବ ଭାରତରେ ଲକ୍ଷ ଲକ୍ଷ ମୁସଲମାନ ପାଳନ କରନ୍ତି। ଏହା ଆମକୁ ବଳିଦାନ, ଦୟା ଏବଂ ଭାଇଚାରାର ମୂଲ୍ୟବୋଧକୁ ମନେ ପକାଇଥାଏ, ଯାହା ଏକ ଶାନ୍ତିପୂର୍ଣ୍ଣ ଏବଂ ଅନ୍ତର୍ଭୂକ୍ତ ଦୁନିଆ ଗଠନ ପାଇଁ ଜରୁରୀ ଅଟେ ଯାହାକୁ ଆମେ ସମସ୍ତେ କରିବାକୁ ଇଚ୍ଛା କରୁ।
ଏହାସହ ମୋଦି ବୁଧବାର ଇଦ-ଉଲ-ଅଜହା ଅବସରରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଶୁଭକାମନା ଜଣାଇଛନ୍ତି। ସେ ଭରସା ଦେଇଛନ୍ତି କି ଏହି ପବିତ୍ର ଦିନ ଭାରତ ଓ ବାଂଲାଦେଶ ଜନତାଙ୍କୁ ଆହୁରି ନିକଟତର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri