Posted inଖେଳ

ବିଶ୍ୱ ବିଜେତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ଶୁଣିଲେ ସଫଳତାର କାହାଣୀ

ନୂଆଦିଲ୍ଲୀ,୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀ ବାସଭବନରେ ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ କ୍ରିକେଟ୍ ଦଳକୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଚାମ୍ପିଅନ୍ ଆଥଲେଟ୍ମାନଙ୍କୁ ସମ୍ବର୍ଦ୍ଧିତ କରିବା ତଥା ସେମାନଙ୍କ ସଫଳତାର କାହାଣୀ ଶୁଣିବାର ପରମ୍ପରା ବଜାୟ ରଖି ମୋଦି ଅଧିନାୟିକା ହରମନପ୍ରୀତ କୌର ଏବଂ ସମଗ୍ର ଦଳକୁ ସ୍ୱାଗତ କରିଥିଲେ।

ହରମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ମହିଳା ଦଳ ରବିବାର ନଭି ମୁମ୍ବାଇରେ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରି ପ୍ରଥମ ଥର ପାଇଁ ବିଶ୍ୱକପ୍ ଟ୍ରଫି ଜିତି ଇତିହାସ ରଚିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବାସଭବନ ‘୭, ଲୋକ କଲ୍ୟାଣ ମାର୍ଗ’ରେ ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇ ଏହି କାର୍ଯ୍ୟକ୍ରମ ପ୍ରାୟ ଦୁଇ ଘଣ୍ଟା ଧରି ଚାଲିଥିଲା। ଦଳର ଖେଳାଳିମାନେ ମୁଖ୍ୟ କୋଚ୍ ଅମୋଲ ମଜୁମଦାରଙ୍କ ସହ ମୁମ୍ବାଇରୁ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ବାଂଲାଦେଶ ବିରୋଧରେ ପରାଜୟକୁ ନେଇ ପାକିସ୍ତାନରେ ହଇଚଇ; ପୂର୍ବତନ ଖେଳାଳି ମୋହସିନ ନକଭିଙ୍କୁ କହିଲେ: ‘ଆଇସିସି ଟ୍ରଫି ଚୋରି କରି, ତୁମେ…’

ଇସଲାମାବାଦ,୧୬।୩: ବାଂଲାଦେଶ ବିପକ୍ଷରେ ଦିନିକିଆ ସିରିଜରେ ପରାଜୟ ପରେ ପାକିସ୍ତାନ କଠୋର ସମାଲୋଚନାର ସମ୍ମୁଖୀନ ହେଉଛି। ମୀରପୁରରେ ଖେଳାଯାଇଥିବା ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚରେ ବାଂଲାଦେଶ ପାକିସ୍ତାନକୁ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ…

ହର୍ଷିତ ରାଣା ଆଇପିଏଲରୁ ବାଦ ପଡ଼ିଲେ, ତାଙ୍କ ସ୍ଥାନ ନେଇ ପାରନ୍ତି ଏହି ୩ ଖେଳାଳି

ନୂଆଦିଲ୍ଲୀ,୧୬।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ (IPL) ପାଇଁ ବିଗୁଲ ୨୮ ମାର୍ଚ୍ଚରେ ବାଜିବାକୁ ଯାଉଛି; କିନ୍ତୁ, ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri