‘ଭାରତ ମାତା କି ଜୟ’ ନାରା ଶୁଣି ଲାଗୁଛି ମୁଁ ଘରକୁ ଆସିଛି: ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି କହିଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ୟାରିସ,୧୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ ସମୟରେ ପ୍ୟାରିସରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ‘ମୋଦ-ମୋଦି’ ଏବଂ ‘ଭାରତ ମାତା କି ଜୟ’ ସ୍ଲୋଗାନରେ ପୁରା ଅଡିଟୋରିୟମ ଫାଟି ପଡୁଥିଲା। ଯାହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯେତେବେଳେ ବି ସେ ଦେଶ ବାହାରୁ ‘ଭାରତ ମାତା କି ଜୟ’ ସ୍ଲୋଗାନ ଶୁଣେ, ସେତେବେଳେ ମୋତେ ଘରକୁ ଆସିବା ପରି ମନେହୁଏ। ଏହି ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଫ୍ରାନ୍ସ ଭାରତୀୟ ଛାତ୍ରମାନଙ୍କ ପାଇଁ ଭିସା ଅବଧି ବଢାଇବା ସହିତ ୟୁପିଆଇ ସମ୍ବନ୍ଧରେ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏକ ଚୁକ୍ତି ହୋଇଛି। ପ୍ୟାରିସରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆମେ ଭାରତୀୟ ଯେଉଁ ସ୍ଥାନକୁ ଯାଆନ୍ତି, ସେଠାରେ ଏକ ମିନି ଇଣ୍ଡିଆ ତିଆରି ହୋଇଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri