Posted inଜାତୀୟ

୨୬ ରାଫେଲ ଜେଟ୍‌ କିଣିବା ଉପରେ ମୋହର ଲଗାଇଲା ଭାରତ

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ଫ୍ରାନ୍ସ ଗସ୍ତ ସମୟରେ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏକ ବଡ଼ ପ୍ରତିରକ୍ଷା ଚୁକ୍ତି ଉପରେ ମୋହର ଲାଗିଛି। ଶନିବାର ଭାରତ ସରକାର ଏହା ଘୋଷଣା କରିଛନ୍ତି। ଏହା ଅଧୀନରେ ଭାରତୀୟ ନୈସେନା ଫ୍ରାନ୍ସର ଡାସଲ୍ଟ ଆଭିଏଶନରୁ ୨୬ଟି ନୂତନ ଆଡଭାନ୍ସ ରାଫେଲ ଫାଇଟର ଜେଟ୍‌ ହାସଲ ହେବ। ଯାହା ନୈସେନାର ଆବଶ୍ୟକତା ଅନୁଯାୟୀ ସ୍ବତନ୍ତ୍ର ଭାବରେ ଡିଜାଇନ ହେବ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍‌ଙ୍କ ସହିତ ଏକ ସାକ୍ଷାତକାର ସମୟରେ ଏହି ଚୁକ୍ତି ହୋଇଥିଲା। ରାଫେଲର ନିର୍ମାତା ଡାସଲ୍ଟ ଆଭିଏସନ ଏ ବିଷୟରେ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri