ଆତଙ୍କବାଦ ଲଢେଇରେ ଭାରତ-ଫ୍ରାନ୍ସ ଏକାଠି ଅଛନ୍ତି: ପ୍ରଧାନମନ୍ତ୍ରୀ ମୋଦି

ପ୍ୟାରିସ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ଥିଲେ। ଏହି ସମୟରେ ସେ ଶୁକ୍ରବାର ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ମାକ୍ରୋନ୍‌ଙ୍କ ସହିତ ଏକ ପାରସ୍ପରିକ ଆଲୋଚନାଚକ୍ରକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆତଙ୍କବାଦ ବିରୋଧ ଲଢେଇରେ ଭାରତ ଏବଂ ଫ୍ରାନ୍ସ ଏକାଠି ଅଛନ୍ତି।

ମୋଦି କହିଛନ୍ତି ଯେ, ସୀମା ଆତଙ୍କବାଦକୁ ହଟାଇବା ପାଇଁ ଦୃଢ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ରହିଛି ଏବଂ ଏହି ଦିଗରେ ଅଧିକ ପଦକ୍ଷେପ ନେବାକୁ ଉଭୟ ଦେଶ ସହମତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭାରତ-ପ୍ରଶାନ୍ତ ମହାସାଗରରେ ଶାନ୍ତି ଏବଂ ସ୍ଥିରତା ନିଶ୍ଚିତ କରିବା ପାଇଁ ଭାରତ ଏବଂ ଫ୍ରାନ୍ସର ଏକ ବିଶେଷ ଦାୟିତ୍ୱ ରହିଛି।

ମୋଦି କହିଛନ୍ତି ଯେ କୋଭିଡ -୧୯ ଏବଂ ୟୁକ୍ରେନ ଯୁଦ୍ଧ ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି ଏବଂ ଏହା ‘ଗ୍ଲୋବାଲ ସାଉଥ’ ଦେଶ ଉପରେ ବିଶେଷ ନକାରାତ୍ମକ ପ୍ରଭାବ ପକାଇଛି। ସେ କହିଛନ୍ତି, ଏହା ଚିନ୍ତାର ବିଷୟ। ଏହିପରି ସମସ୍ୟାର ସମାଧାନ ଖୋଜିବା ପାଇଁ ଦେଶଗୁଡିକ ମିଳିତ ପ୍ରୟାସ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri