Posted inଜାତୀୟ

ବିଶ୍ୱ ନେତାଙ୍କୁ ଏସବୁ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ଜି-୨୦ ଶିଖର ସମ୍ମିଳନୀକୁ ଆସିଥିବା ବିଶ୍ୱର ବରିଷ୍ଠ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କଳା ଓ ସଂସ୍କୃତି ସହ ଜଡିତ ଉପହାର ଦେଇଛନ୍ତି। ସମସ୍ତ ଉପହାର ଗୁଜରାଟ ଏବଂ ହିମାଚଳ ପ୍ରଦେଶର ପରିଚୟ ସହିତ ଜଡିତ।
ଇଣ୍ଡୋନେସିଆର ବାଲି ଠାରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପ୍ରସିଦ୍ଧ କାଙ୍ଗରା ମିନିଏଚର ପେଣ୍ଟିଂ ପ୍ରଦାନ କରିଥିଲେ। ଏହି ପେଣ୍ଟିଂ ଗୁଡ଼ିକ ହିମାଚଳର ମୁଖ୍ୟ କାରିଗରମାନଙ୍କ ଦ୍ୱାରା ପ୍ରାକୃତିକ ରଙ୍ଗ ସହିତ ପ୍ରସ୍ତୁତ। ସାଧାରଣତଃ ଏହା ପାହାଡି ପ୍ରାକୃତିକ ପୃଷ୍ଠଭୂମିରେ ପ୍ରେମକୁ ଚିତ୍ରଣ କରିଥାଏ। ପ୍ରଧାନମନ୍ତ୍ରୀ ବାଇଡେନଙ୍କୁ ଦିଆଯାଇଥିବା ପେଣ୍ଟିଂରେ କୃଷ୍ଣ, ରାଧା, ଗାଈ, ବାଛୁରୀ ଗଛ, ମେଘ, ପକ୍ଷୀ ଏବଂ ଘାସ ପ୍ରଦର୍ଶିତ ହୋଇଛି।
ପ୍ରଧାନମନ୍ତ୍ରୀ ମୋଦି ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଅହମ୍ମଦାବାଦର ‘ମାତା ନି ପାଚେଡି’ ଉପହାର ଦେଇଛନ୍ତି। ‘ମାତା ନି ପାଚେଡି’ର କଳା ୩୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି କୁହାଯାଏ। ଏହି କଳାରେ ଦେବୀଙ୍କର ବିଭିନ୍ନ ରୂପ ଏବଂ ତାଙ୍କ ସହ ଜଡିତ କିମ୍ବଦନ୍ତୀ କପଡା ଉପରେ ଚିତ୍ରିତ ହୋଇଛି।
ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେସଙ୍କୁ ଉଦୟପୁରର ପ୍ରସିଦ୍ଧ ‘ପିଥୋରା’ ଉପହାର ଦେଇଛନ୍ତି। ଉଦୟପୁରର ରାଠଓ୍ବା କାରିଗରମାନଙ୍କ ଦ୍ୱାରା ନିର୍ମିତ ‘ପିଥୋରା’ରେ ଆଦିବାସୀ ଲୋକ କଳା ପ୍ରଦର୍ଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?