Posted inଜାତୀୟ

ଜାପାନ ପ୍ରଧାନମନ୍ତ୍ରୀଙ୍କୁ ବୁଦ୍ଧ ପ୍ରତିମା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୨୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ କର୍ନାଟକର ଚନ୍ଦନ କାଠରେ ନିର୍ମିତ ଏକ ବୁଦ୍ଧ ପ୍ରତିମୂର୍ତ୍ତିକୁ ‘କଦମଉଡ୍‌ ଜିଲି ବକ୍ସରେ’ ଭିତରେ ଉପହାର ଦେଇଛନ୍ତି। ଏହି ବୁଦ୍ଧ ପ୍ରତିମୂର୍ତ୍ତି ଅତ୍ୟନ୍ତ ସ୍ବତନ୍ତ୍ର କାରଣ ଚନ୍ଦନ ଖୋଦନ କରିବାର କଳା ଏକ ସୂକ୍ଷ୍ମ କଳା ଏବଂ ଏହା ଏକ ପ୍ରାଚୀନ ହସ୍ତଶିଳ୍ପ ଯାହା ଶତାବ୍ଦୀ ଧରି କନର୍ର୍ାଟକରେ ଚାଲିଆସୁଛି। ଏହି ଶିଳ୍ପରେ ସୁଗନ୍ଧିତ ଚନ୍ଦନର ଖଣ୍ଡ ଉପରେ ଜଟିଳ ଡିଜାଇନ ଖୋଦେଇ ମୂର୍ତ୍ତି ଏବଂ ଅନ୍ୟାନ୍ୟ ସାଜସଜ୍ଜା ସାମଗ୍ରୀ ତିଆରି ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ସୂଚନାଯୋଗ୍ୟ, କୋଭିଡ -୧୯ ମହାମାରୀ ପରେ ଶାନ୍ତିପୂର୍ଣ୍ଣ, ସ୍ଥିର ଓ ସମୃଦ୍ଧ ବିଶ୍ୱ ପାଇଁ ଭାରତ-ଜାପାନର ରଣନୀତିକ ଭାଗିଦାରୀକୁ ବିସ୍ତାର କରିବାକୁ ପ୍ରଧାନମନ୍ତ୍ରୀ ମୋଦି ସୋମବାର ଜାପାନର ପ୍ରତିପକ୍ଷ ଫୁମିଓ କିଶିଦାଙ୍କ ସହ ବ୍ୟାପକ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍‌

ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ…

ଇଣ୍ଡକ୍ସନ କୁକଟପ୍‌କୁ ନେଇ ବଡ଼ ଘୋଷଣା କରିବେ ସରକାର, ସିଲିଣ୍ଡର ବ୍ୟବହାରକାରୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୪: ପଶ୍ଚିମ ଏସିଆର ସଙ୍କଟ ମଧ୍ୟରେ ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ଏବଂ ମୂଲ୍ୟ ବୃଦ୍ଧିର ମୁକାବିଲା କରିବା ପାଇଁ ସରକାର ଇଣ୍ଡକ୍ସନ କୁକଟପ ପାଇଁ ଗୁରୁତ୍ୱପୂର୍ଣ୍ଣ…

୨୫ରୁ ଝଡ଼ବର୍ଷା ଆଲର୍ଟ, IMD କହିଲା ବଢିପାରେ ପବନର ବେଗ!

ନୂଆଦିଲ୍ଲୀ,୨୨।୪: ଉତ୍ତର-ପଶ୍ଚିମ ଭାରତରେ ପ୍ରବଳ ଗରମ ଆରମ୍ଭ ହୋଇଥିବାବେଳେ, ଉତ୍ତର-ପୂର୍ୱ ଭାରତରେ ପ୍ରବଳ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗ ଏପର୍ଯ୍ୟନ୍ତ ୧୩ଟି ରାଜ୍ୟ ପାଇଁ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri