Posted inଜାତୀୟ

ହନୁମାନଗଡ଼ି ମନ୍ଦିରରେ ଆଳତୀ ଥାଳିରେ ଏତିକି ଟଙ୍କା ରଖିଲେ ମୋଦି

ନୂଆଦିଲ୍ଲୀ, ୬।୮: ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପହଞ୍ଚି ପ୍ରଧ୍ୟାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂଜା କରିଥିଲେ। ଶିଳାନ୍ୟାସ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ହନୁମାନଗଡ଼ି ମନ୍ଦିରକୁ ଯାଇ ସେଠାରେ ଆଳତୀ ଏବଂ ପରିକ୍ରମା କରିଥିଲେ। ସନାତନ ପରମ୍ପରା ଅନୁଯାୟୀ, ଆଳତୀ ପରେ ଦାନ କରାଯାଇଥାଏ। ପ୍ରଧାନମନ୍ତ୍ରୀ ମଧ୍ୟ ଏହି ପରମ୍ପରାକୁ ଅନୁସରଣ କରି ନିଜ ପକେଟ୍‌ରୁ ଟଙ୍କା କାଢ଼ି ଆଳତୀ ଥାଳିରେ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କର ଏହି କାର୍ଯ୍ୟକ୍ରମ ଟିଭିରେ ସିଧା ପ୍ରସାରଣ କରାଯାଇଥିଲା। ସମସ୍ତେ ଦେଖିଲେ ମୋଦି ପକେଟ୍‌ରୁ ଟଙ୍କା ବାହାରକରି ଆଳତୀ ଥାଳିରେ ରଖିଲେ। ମାତ୍ର ସେ କେତେଟଙ୍କା ରଖିଲେ ତାହା କେହି ଜାଣି ନାହାନ୍ତି। ତେବେ ପ୍ରଧାନମନ୍ତ୍ରୀ ଆଳତୀ ଥାଳିରେ ୨ ହଜାର ଟଙ୍କା ରଖିଥିବା ହନୁମାନନଗଡ଼ି ମନ୍ଦିରର ପୁରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ନିଷ୍କାସନକୁ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଭଲିରେ ଭାରତର ମିଳିଲା ବ୍ରୋଞ୍ଜ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା

ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ…

ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ, ତାର ଚୋରି ସନ୍ଦେହରେ ନାବାଳକଙ୍କୁ ବାନ୍ଧି….

ପାରଳାଖେମୁଣ୍ଡି,୨୮।୬ (ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ତାର ଚୋରି ସନ୍ଦେହରେ ଜଣେ ନାବାଳକଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଅମାନବୀୟ ଭାବେ ମାଡ଼…

ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri