Posted inଜାତୀୟ

ତୁର୍କୀ ଭୂକମ୍ପକୁ ନେଇ ଭାବପ୍ରବଣ ହେଲେ ମୋଦି: କହିଲେ, ଯଥା ସମ୍ଭବ ସହାୟତା କରିବି

ନୂଆଦିଲ୍ଲୀ,୭।୨: ଭାରତୀୟ ଜନତା ପାର୍ଟି (ଭାଜପା)ର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଥିଲେ। ଭାଜପା ସଂସଦୀୟ ଦଳ ବୈଠକରେ ତୁର୍କୀ ଏବଂ ସିରିଆରେ ହୋଇଥିବା ବିପର୍ଯ୍ୟୟ ଭୂକମ୍ପରେ ସମବେଦନା ଜଣାଇଛି। ଅନ୍ୟପଟେ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ତୁର୍କୀରେ ଘଟିଥିବା ଭୟଙ୍କର ବିପର୍ଯ୍ୟୟ ଭୂକମ୍ପ ବିଷୟରେ ଆଲୋଚନା କରି ଭାବପ୍ରବଣ ହୋଇଯାଇଥିଲେ। ପ୍ରଧାନମନ୍ତ୍ରୀ ଗୁଜରାଟର କଚ୍ଛରେ ହୋଇଥିବା ଭୂକମ୍ପକୁ ମନେପକାଇ କହିଛନ୍ତି, ଆମେ ମଧ୍ୟ ଏଭଳି ସମସ୍ୟାର ସମ୍ମୁଖୀନ ହୋଇଛୁ। ଏହି କଷ୍ଟ ସମୟରେ ଭାରତ ତୁର୍କୀକୁ ଯଥା ସମ୍ଭବ ସହାୟତା କରିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ

ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ...

କୃଷକଙ୍କ ପାଇଁ ଖୁସିଖବର: ଜାଣନ୍ତୁ କେବେ ଜାରି ହେବ ପିଏମ କିସାନ ଯୋଜନାର ପରବର୍ତ୍ତୀ କିସ୍ତି

ନୂଆଦିଲ୍ଲୀ,୬।୧୨: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି ଲୋକ ଏହି ସରକାରୀ ଯୋଜନାର ଲାଭ ପାଇଛନ୍ତି। ଭାରତ ଏକ...

ଗାଳି ଦେବାର ଗୋଟିଏ ଦିନ ପରେ ଶିବରାଜଙ୍କୁ ପ୍ରଶଂସା କଲେ ଧନଖର

ନୂଆଦିଲ୍ଲୀ,୬।୧୨: ଉପରାଷ୍ଟ୍ରପତି ଜଗଦୀପ ଧନଖର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ପ୍ରଥମେ ଗାଳି ଦେବା ପରେ ଏବେ ତାଙ୍କୁ ପ୍ରଶଂସା କରିଛନ୍ତି। ଧନଖର...

କଂଗ୍ରେସ ଏମ୍‌ପି ବସିବା ସିଟ୍‌ରୁ ମିଳିଲା ନୋଟ ବିଡା: ରାଜ୍ୟ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୬।୧୨: କଂଗ୍ରେସ ବେଞ୍ଚରେ ନୋଟ ବିଡା ମିଳିବା ନେଇ ରାଜ୍ୟ ସଭାରେ ହଙ୍ଗାମା ଆରମ୍ଭ ହୋଇଛି। ଅଧ୍ୟକ୍ଷ ଜଗଦୀପ ଧନଖର ଏହି ସୂଚନା ଦେଇଛନ୍ତି। ପରେ...

ସୁନା ଭଣ୍ଡାର ବଢାଇଲା ଭାରତ: ବିଶ୍ୱରେ ଆରବିଆଇ ୧ ନମ୍ବର

ନୂଆଦିଲ୍ଲୀ,୬।୧୨:ଅକ୍ଟୋବରରେ ବିଶ୍ୱର କେନ୍ଦ୍ରୀୟ ବ୍ୟାଙ୍କଗୁଡିକ ୬୦ ଟନ ସୁନା କିଣିଛନ୍ତି। ବିଶ୍ୱ ଗୋଲ୍ଡ କାଉନସିଲ (ଡବ୍ଲୁଜିସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥିରେ ରିଜର୍ଭ ବ୍ୟାଙ୍କ...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ଜାଣନ୍ତୁ ଆପଣଙ୍କ EMI ଉପରେ କ’ଣ ପଡିବ ପ୍ରଭାବ

ମୁମ୍ବାଇ,୬।୧୨: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥର ମଧ୍ୟ ରେପୋ...

ସାରା ବିଶ୍ୱରେ ଖେଳିଯିବ ଆତଙ୍କ: ବୈଜ୍ଞାନିକମାନେ ଦେଲେ ଚେତାବନୀ

ନୂଆଦିଲ୍ଲୀ,୬।୧୨: ଜଳବାୟୁ ପରିବର୍ତ୍ତନ ହେତୁ ଖୁବ୍‌ ଆର୍କଟିକ ଗ୍ଲେସିୟର ସମ୍ପୂର୍ଣ୍ଣ ଲୋପ ପାଇବାକୁ ଯାଉଛି। ଏକ ନୂତନ ଅଧ୍ୟୟନରୁ ଏହା ଜଣାପଡିଛି। ଏହାର ଅର୍ଥ ହେଉଛି...

କରୋନା ଠାରୁ ଅଧିକ ବିପଜ୍ଜନକ ଏହି ଭାଇରସ, ଆକ୍ରାନ୍ତ ହେଲେ ବଞ୍ଚିବା ମୁସ୍କିଲ, ଜାଣନ୍ତୁ ଏହାର ଲକ୍ଷଣ

ନୂଆଦିଲ୍ଲୀ,୬।୧୨: ମାରବର୍ଗ ଭାଇରସର ଆଶଙ୍କା କ୍ରମାଗତ ଭାବେ ବୃଦ୍ଧି ପାଉଛି। ପୁଣିଥରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ଏ ସମ୍ପର୍କରେ ଏକ ସତର୍କ ସୂଚନା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri