Posted inଜାତୀୟ

ଇସ୍ରୋର ମହିଳା ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ବେଙ୍ଗାଲୁରୁ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭାରତୀୟ ମହାକାଶ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମହିଳା ବୈଜ୍ଞାନିକଙ୍କ ସହ କଥା ହୋଇଛନ୍ତି। ଏହି ମହିଳା ବୈଜ୍ଞାନିକମାନେ ଚନ୍ଦ୍ରୟାନ-୩ର ଅଂଶ ଥିଲେ। ପ୍ରଧkାନମନ୍ତ୍ରୀ ମୋଦି ଚନ୍ଦ୍ରାୟନ-୩ର ସପ୍ଟ ଲ୍ୟାଣ୍ଡିଂର ସଫଲ ମିଶନ ପାଇଁ ସେମାନଙ୍କର ମହତ୍ୱପୂର୍ଣ୍ଣ ଭୂମିକାକୁ ପ୍ରଶଂସା କରgିଥିଲେ। ସୂଚନାଯୋଗ୍ୟ, ଦେଶ ବୁଧାବର ଅର୍ଥାତ୍‌ ଅଗଷ୍ଟ ୨୩ ସନ୍ଧ୍ୟାରେ ଚନ୍ଦ୍ରର ସାଉଥ ପୋଲରେ ସଫଳତାପୂର୍ବକ ଲ୍ୟାଣ୍ଡର ସ୍ଥାପନ କରିଥିବା ବିଶ୍ୱର ପ୍ରଥମ ଦେଶ ପାଲଟି ଯାଇଥିଲା।
ଇସ୍ରୋର ଟେଲିମେଟ୍ରି ଟ୍ରାକିଂ ଏବଂ କମାଣ୍ଡ ନେଟୱାର୍କ ମିଶନ କଣ୍ଟ୍ରୋଲ କମ୍ପ୍ଲେକ୍ସର ବୈଜ୍ଞାନିକମାନଙ୍କୁ ସମ୍ବୋଧିତ କରି ମୋଦି କହିଛନ୍ତି ଯେ ଚନ୍ଦ୍ରାୟନ-୩ ମିଶନର ସଫଳତାରେ ମହିଳା ବୈଜ୍ଞାନିକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ଚନ୍ଦ୍ରରେ ଅବତରଣ କରୁଥିବା ସ୍ଥାନରେ ଥିବା ‘ଶିବ ଶକ୍ତି’ ବିନ୍ଦୁ ବିଜ୍ଞାନକୁ ଗମ୍ଭୀରତାର ସହ ନେବାକୁ ଏବଂ ଲୋକଙ୍କ କଲ୍ୟାଣ ପାଇଁ ବ୍ୟବହାର କରିବାକୁ ଅଗାମୀ ପିଢିକୁ ପ୍ରେରଣା ଯୋଗାଇବ। ଲୋକଙ୍କ କଲ୍ୟାଣ ହେଉଛି ଆମର ସର୍ବୋଚ୍ଚ ପ୍ରତିବଦ୍ଧତା।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri