Posted inଜାତୀୟ

ଶୁକ୍ରବାର ଗୁଜରାଟ ଯିବେ ପ୍ରଧାନମନ୍ତ୍ରୀ: ୪,୪୦୦କୋଟି ମୂଲ୍ୟ ପ୍ରକଳ୍ପର କରିବେ ଉଦ୍‌ଘାଟନ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗୁଜରାଟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ସେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କିଛି ପ୍ରକଳ୍ପର ଉଦଘାଟନ କରିବେ। ଗୁରୁବାର ଏକ ସରକାରୀ ବିବୃତ୍ତିରେ କୁହାଯାଇଛି ଯେ, ପ୍ରଧାନମନ୍ତ୍ରୀ ମୋଦି ୧୨ ମେ’ରେ ଗୁଜରାଟ ଗସ୍ତ କରିବେ ଏବଂ ଗାନ୍ଧିନଗରରେ ପ୍ରାୟ ୪,୪୦୦କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ।

ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀ ଗାନ୍ଧୀନଗରରେ ସକାଳ ପ୍ରାୟ ୧୦.୩୦ ସମୟରେ ଅଲ ଇଣ୍ଡିଆ ଶିକ୍ଷା ସଂଘର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହାପରେ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ସେ ୪,୪୦୦କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବେ। ପରେ ସେ ଗୁଜରାଟ ଇଣ୍ଟରନ୍ୟାଶନାଲ ଫାଇନାନ୍ସ ଟେକ-ସିଟି ପରିଦର୍ଶନ କରିବାରେ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?