ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ଚନ୍ଦ୍ରାୟନ-୩ର ସଫଳତାକୁ ନେଇ ଭାରତକୁ ଶୁଭେଚ୍ଛା ଜଣାଇଲେ ଇରାନ ରାଷ୍ଟ୍ରପତି

ଜୋହାନସବର୍ଗ,୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାୟସି ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗରେ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ଗୁରୁବାର ଟୁଇଟ କରି ଦୁଇ ନେତାଙ୍କ ସାକ୍ଷାତକାର ସମ୍ପର୍କରେ ସୂଚନା ଦେଇଛନ୍ତି।
ସେ ଲେଖିଛନ୍ତି ଯେ ଭାରତ ଏବଂ ଇରାନ ମଧ୍ୟରେ ସମ୍ପର୍କକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୋହାନସବର୍ଗରେ ଇରାନର ରାଷ୍ଟ୍ରପତି ସୟିଦ ଇବ୍ରାହିମ ରାଇସିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ବ୍ରିକ୍ସ ପରିବାରରେ ଯୋଗ ଦେଇଥିବାରୁ ଇରାନ ଅଭିନନ୍ଦନ ଜଣାଇଛନ୍ତି।
ଅରିନ୍ଦମ ବାଗଚି ଆହୁରି ମଧ୍ୟ କହିଛନ୍ତି ଯେ ବ୍ରିକ୍ସରେ ଯୋଗଦେବାରେ ଭାରତର ସମର୍ଥନ ପାଇଁ ରାଷ୍ଟ୍ରପତି ରାଇସି ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଚନ୍ଦ୍ରାୟନ ମିଶନର ସଫଳତା ପାଇଁ ରାଷ୍ଟ୍ରପତି ରାଇସି ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସମ୍ପର୍କରେ ସେ କହିଛନ୍ତି ଯେ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ, ଶକ୍ତି, ସଂଯୋଗ ଏବଂ ଆତଙ୍କବାଦ ବିରୋଧୀ କ୍ଷେତ୍ର ସହିତ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଛନ୍ତି। ଚାବାହାର ପ୍ରକଳ୍ପ ସମେତ ଭିତ୍ତିଭୂମି ସହଯୋଗକୁ ତ୍ୱରାନ୍ବିତ କରିବାକୁ ସେମାନେ ରାଜି ହୋଇଥିଲେ। ଆଫଗାନିସ୍ତାନ ସମେତ ଆଞ୍ଚଳିକ ବିକାଶ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri