Posted inଜାତୀୟ

୧୦କିଲୋମିଟର ରୋଡ ଶୋ’ କରି ବୈଦନାଥ ଧାମରେ ପହଞ୍ଚିଲେ ମୋଦି

ରାଞ୍ଚି,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତ କରିଛନ୍ତି। ଦେଓଘର ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦି ବିମାନବନ୍ଦର ଓ ଅନ୍ୟ ବିକାଶମୂଳକ ଯୋଜନାଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ୧୬ହଜାର ୮ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ସମୟରେ ତାଙ୍କ ସହ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓ ରାଜ୍ୟପାଳ ରମେଶ ବେଶ ମଧ୍ୟ ଉପସ୍ଥିତ ଥିଲେ। ଏତଦ୍‌ବ୍ୟତୀତ ମୋଦି ୧୦କିଲୋମିଟର ରୋଡ ଶୋ’ କରି ବୈଦନାଥ ଧାମ ଆଡ଼କୁ ଅଗ୍ରସର ହୋଇଛନ୍ତି। ସେଠାରେ ସେ ଗର୍ଭଗୃହର ପୂଜାଚ୍ଚର୍ନା କରିବେ। ରୋଡ ଶୋ’ ସମୟରେ ମୋଦି ଗାଡ଼ି ଭିତରୁ ଲୋକଙ୍କୁ ଅଭିବାଦନ କରିଥିଲେ। ଅନ୍ୟପଟେ ତାଙ୍କୁ ଦେଖିବା ପାଇଁ ଶତାଧିକ ଲୋକଙ୍କ ଭିଡ଼ ଜମିଛି। ସନ୍ଧ୍ୟାରେ ମୋଦି ବିହାର ଗସ୍ତ କରିବେ। ସେଠାରେ ସେ ବିହାର ବିଧାନସଭା ଶତାବ୍ଦୀ ସମାରୋହ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?