‘ଗ୍ଲୋବାଲ ସାଉଥ-ନର୍ଥ ମଧ୍ୟରେ ସେତୁ ହୋଇଛି ଭାରତ’, ଫ୍ରାନ୍ସିସି ଖବର କାଗଜକୁ ଏମିତି କହିଲେ ମୋଦି

ନୂଆଦିଲ୍ଲୀ/ପ୍ୟାରିସ,୧୩।୭: ଫ୍ରାନ୍ସ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମ୍ୟାକ୍ରନଙ୍କୁ ସାକ୍ଷାତ୍‌ କରିବେ। ପ୍ରଧାନମନ୍ତ୍ରୀ ତାଙ୍କ ସହ ଡିନର ଫଲିଟିକ୍ସ ବି କରିବାର ଅଛି। ଇତିମଧ୍ୟରେ ମୋଦି ଫ୍ରାନ୍ସର ଏକ ଖବର କାଗଜ ଲେସ ଇକୋସକୁ ଏକ ଇଣ୍ଟରଭ୍ୟୁ ଦେଇଛନ୍ତି। ସେ କହିଛନ୍ତି ଭାରତ ବିନା ଏବେ ବିଶ୍ୱର ବିକାଶ ସମ୍ଭବ ନୁହେଁ।
ପ୍ରଧାନମନ୍ତ୍ରୀ କହିଛନ୍ତି, ‘ମୁଁ ଭାରତକୁ ସେହି ଦୃଢ ବା ଶକ୍ତ କାନ୍ଧ ଭାବରେ ଦେଖୁଛି ଯେଉଁଥିରେ ଗ୍ଲୋବାଲ ସାଉଥ ଅଧିକ ଉଚ୍ଚକୁ ଯିବାକୁ ପଡିବ, ତେବେ ଭାରତ ଏହାକୁ ଆଗକୁ ବଢାଇବା ପାଇଁ ସେହି କାନ୍ଧ ହୋଇପାରେ। ଗ୍ଲୋବାଲ ସାଉଥ ମଧ୍ୟ ଗ୍ଲୋବାଲ ନର୍ଥ ସହିତ ସମ୍ପର୍କ ସ୍ଥାପନ କରିପାରିବ ଏବଂ ସେହି ଦୃଷ୍ଟିରୁ ଭାରତ ଏକ ପ୍ରକାର ସେତୁ ହୋଇପାରେ। ତେଣୁ, ମୁଁ ଭାବୁଛି ଆମକୁ ଏହି କାନ୍ଧ, ଏହି ସେତୁକୁ ମଜବୁତ କରିବାକୁ ପଡିବ, ଯାହାଫଳରେ ଉତ୍ତର ଏବଂ ଦକ୍ଷିଣ ମଧ୍ୟରେ ସମ୍ପର୍କ ଅଧିକ ଶକ୍ତିଶାଳୀ ହେବ ଏବଂ ଗ୍ଲୋବାଲ ସାଉଥ ନିଜେ ଅଧିକ ଶକ୍ତିଶାଳୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri