ଭାରତ-ଫ୍ରାନ୍ସ କୁଟନୀତିକ ଭାଗିଦାରୀକୁ ପୁରଣ ହେଲା ୨୫ ବର୍ଷ, ହିନ୍ଦିରେ ଟୁଇଟ କରି ଶୁଭେଚ୍ଛା ଜଣାଇଲେ ଫ୍ୟାନ୍ସ ରାଷ୍ଟ୍ରପତି

ପ୍ୟାରିସ,୧୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଫ୍ରାନ୍ସ ଗସ୍ତରେ ଅଛନ୍ତି। ଏହି ସମୟରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନ୍ବେଲ ମ୍ୟାକ୍ରୋ ଶୁକ୍ରବାର ସକାଳେ ହିନ୍ଦିରେ ଏକ ଟୁଇଟ କରିଛନ୍ତି।

ଟୁଇଟରେ ସେ ଲେଖିଛନ୍ତି ଯେ ଭାରତ ଏବଂ ଫ୍ରାନ୍ସ ୨୫ବର୍ଷର କୁଟନୀତିକ ଭାଗିଦାରୀ ଏବଂ ବିଶ୍ୱାସ ଓ ବନ୍ଧୁତ୍ୱର ଏକ ଦଢ ବନ୍ଧନର ଉତ୍ସବ ପାଳନ କରୁଛନ୍ତି। ଏହା ବ୍ୟତୀତ ମ୍ୟାକ୍ରୋନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରୁଥିବା ଏକ ଚିତ୍ର ମଧ୍ୟ ଶେୟାର କରିଛନ୍ତି।
ଶୁକ୍ରବାର ରାତି ପ୍ରାୟ ୧୦ଠା ୩୦ରେ ପ୍ରଧାନମନ୍ତ୍ରୀ ମୋଦି ଭାରତ-ଫ୍ରାନ୍ସ ସିଇଓ ଫୋରମରେ ଅଂଶଗ୍ରହଣ କରିବେ। ଏହା ପରେ ବିଳମ୍ବିତ ରାତିରେ ସେ ଲୋଭର ସଂଗ୍ରହାଳୟ ପରିଦର୍ଶନ କରିବେ, ଯେଉଁଠାରେ ସେ ଏକ ରାତ୍ରୀ ଭୋଜନରେ ମଧ୍ୟ ଯୋଗଦେବେ। ଏହା ପରେ ମୋଦି ଏବଂ ଫ୍ରନ୍ସ ରାଷ୍ଟ୍ରପତି ଏଫିଲ ଟାୱାରରେ ଆତସବାଜି ପ୍ରଦର୍ଶନ ଦେଖିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?