Posted inଜାତୀୟ

୬ଜି ଭିଜନ୍‌ ଡକ୍ୟୁମେଣ୍ଟ ଉନ୍ମୋଚିତ, ସହର ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଇଣ୍ଟରନେଟ ୟୁଜର: ମୋଦି

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତରେ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ୟୁନିଅନର ନୂତନ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଅଭିନବ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ଭାରତ ୬ଜି ଭିଜନ ଡକ୍ୟୁମେଣ୍ଟ ଉନ୍ମୋଚିତ ହୋଇଥିଲା ଏବଂ ୬G ଅନୁସନ୍ଧାନ ଏବଂ ବିକାଶ କେନ୍ଦ୍ର ମଧ୍ୟ ଉନ୍ମୋଚିତ କରିଥିଲେ। ଦେଶରେ ଏବେ ୬ଜି ଟେଷ୍ଟ ବିଡ୍‌ର ଆରମ୍ଭ ହେବ। ଏଥିରେ ୬ଜି ସ୍ପୀଡ ପରୀକ୍ଷା କରାଯିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଇଣ୍ଟରନେଟ କ୍ରାନ୍ତିରେ ଭାରତ ବିଶ୍ୱର ସମସ୍ତ ବଡ଼ ଦେଶକୁ ପଛରେ ପକାଇ ଦେଇଛି। ଆଜିକାଲି ସହର ଅପେକ୍ଷା ଅଧିକ ଗାଁରେ ଇଣ୍ଟରନେଟ ବ୍ୟବହାର କରାଯାଉଛି। ୫ଜି ଲଞ୍ଚ ହେବାର ୬ ମାସ ମଧ୍ୟରେ, ଆମେ ୬ଜି ଟେକ୍ନୋଲୋଜି ବିଷୟରେ କହୁଛୁ। ଏହା ଭାରତର ଆତ୍ମବିଶ୍ୱାସକୁ ଦର୍ଶାଏ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri