Posted inଜାତୀୟ

ମୋତେ ମୃତ୍ୟୁର ସୌଦାଗର, ମଇଳା ଡ୍ରେନର ପୋକ କୁହାଯାଉଛି…କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବଚନରେ ଶେଷ ପର୍ଯ୍ୟାୟ ଭୋଟ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସାକ୍ଷାତକାର ଦେଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନିର୍ବାଚନ ପ୍ରଚାର ସମୟରେ ବ୍ୟକ୍ତିଗତ ଆକ୍ରମଣ ସହ ଜଡିତ ପ୍ରଶ୍ନ ଉପରେ କହିଛନ୍ତି, କେହି ମୋତେ ମୃତ୍ୟୁର ସୌଦାଗର ବୋଲି କହିଥିବା ବେଳେ କେହି ମଇଳା ଡ୍ରେନର ପୋକ ବୋଲି କହିଛନ୍ତି। ୨୪ ବର୍ଷ ଧରି ଏହିପରି ଦୁର୍ବ୍ୟବହାର ସହିବା ପରେ ମୁଁ ଗାଳି ପ୍ରୁଫ୍‌ ପାଲଟିଯାଇଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସଂସଦରେ ଆମର ଜଣେ ସହକର୍ମୀ ମୋ ସହ ୧୦୧ ଦୁର୍ବ୍ୟବହାର ହୋଇଥିବା ହିସାବ କରିଥିଲେ। ତେଣୁ ନିର୍ବାଚନ ହେଉ କି ନାହିଁ, ଏହି ଲୋକମାନେ (ବିରୋଧୀ) ବିଶ୍ୱାସ କରନ୍ତି, ସେମାନଙ୍କର ଦୁର୍ବ୍ୟବହାର କରିବାର ଅଧିକାର ଅଛି। ନିରାଶା ଭାବ ଯୋଗ ଅପମାନଜନକ ଭାଷା ବ୍ୟବହାର କରିବା ସେମାନଙ୍କର ପ୍ରକୃତି ହୋଇଗଲାଣି।
ମୋଦି କହିଛନ୍ତି, ବଙ୍ଗଳା ନିର୍ବାଚନରେ ଟିଏମସି ବଞ୍ଚିବା ପାଇଁ ଲଢୁଛି। ଗତ ବିଧାନସଭା ନିର୍ବାଚନରେ ଆମେ ୩ରେ ଥିଲୁ ଏବଂ ବଙ୍ଗଳାର ଲୋକମାନେ ଆମକୁ ୮୦କୁ ନେଇଥିଲେ। ଗତ ନିର୍ବାଚନରେ ଆମେ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରିଛୁ। ଏଥର ଯଦି ସମଗ୍ର ଭାରତରେ ସର୍ବଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଅଛି, ତେବେ ଏହା ପଶ୍ଚିମବଙ୍ଗ ହେବାକୁ ଯାଉଛି। ପଶ୍ଚିମବଙ୍ଗରେ ଭାଜପା ସର୍ବାଧିକ ସଫଳତା ହାସଲ କରୁଛି। ସେଠାରେ ନିର୍ବାଚନ ଏକପାଖିଆ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri