Posted inଜାତୀୟ

ମହାରାଷ୍ଟ୍ର ଗସ୍ତରେ ମୋଦି,ତୁକାରାମ ମନ୍ଦିରର କରିବେ ଉଦ୍‌ଘାଟନ

ମୁମ୍ବାଇ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ର ଗସ୍ତ କରିବେ। ସେଠାରେ ମୋଦି ପୁଣେ ଦେହୁରେ ଥିବା ଜଗତଗୁରୁ ସନ୍ତ ତୁକାରାମ ମହାରାଜଙ୍କ ପ୍ରତିମୂର୍ତ୍ତି ଏବଂ ଶିଳା ମନ୍ଦିରର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମନ୍ଦିର ଉଦ୍‌ଘାଟନ ପରେ ଅପରାହ୍ନ ପ୍ରାୟ ୪.୧୫ ରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ରାଜ ଭବନରେ ଜଲ ଭୂଷଣ ବିଲଡିଂ ଓ ରିଭୋଲ୍ୟୁସନାରୀ ଗ୍ୟାଲେରୀର ଉଦ୍‌ଘାଟନ କରିବେ । ସା ୬ ଟାରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସରେ ମୁମ୍ବାଇ ସମାଚାରର ଦ୍ବିଶତାବ୍ଦୀ ମହୋତ୍ସବରେ ସାମଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପ ମାରିଲା ସୁନା ଦର: ଏକାଥରକେ ହଜାର ହଜାର ଟଙ୍କା ବଢ଼ିଲା, ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୧୩।୫: ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ…

ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ।…

ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ…

ପ୍ରଶ୍ନପତ୍ର ଲିକ୍‌ ପଛରେ ବଡ଼ ନେଟ୍‌ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…

ନୂଆଦିଲ୍ଲୀ,୧୩ା୫:ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍‌ରୁ ଡେରାଡୁନ୍‌ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ…

ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ…

କୋରାପୁଟ ବସ୍‌ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍‌ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍‌ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri