Posted inଜାତୀୟ

ମୈସୁର ପ୍ୟାଲେସରେ ୧୯ ଯୋଗାସନ କରିବେ ମୋଦି

ମୈସୁର,୨୧ ।୬: ଚଳିତ ବର୍ଷ ଅଷ୍ଟମ ଅନ୍ତରାଷ୍ଟୀୟ ଯୋଗ ଦିବସରେ ସାରା ବିଶ୍ୱରେ ୨୫ କୋଟିରୁ ଅଧିକ ଲୋକ ଏକାଥରେ ଯୋଗ କରିବେ । ଚଳିତ ବର୍ଷର ଥିମ ରହିଛି ‘ମାନବତା ପାଇଁ ଯୋଗ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳେ ମୈସୁର ପ୍ୟାଲେସରେ ଯୋଗାସନ କରିବେ । ତାଙ୍କସହ ପ୍ରାୟ ୧୫ ହଜାର ଲୋକ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେବେ । ମୋଦି ୧୯ଟି ଯୋଗାସନ କରିବା ସହ ସୁସ୍ଥ ଜୀବନଶୈଳି ପାଇଁ ଯୋଗାସନକୁ ଆପଣେଇବାକୁ ଅପିଲ କରିବେ । ଏହାପରେ ପ୍ରଧାନମନ୍ତ୍ରୀ ମୈସୁର ରାଜ ପରିବାର ସହ ସକାଳ ଜଳଖିଆ ଖାଇବେ । ମୋଦି ତାଙ୍କର ୨ ଦିନିଆ କର୍ନାଟକ ଗସ୍ତରେ ଯାଇ ସୋମବାର ବେଙ୍ଗାଲୁରୁ ପହଞ୍ଚିଛନ୍ତି । ଅନ୍ୟପଟେ ଗୁଜରାଟର କେବଡିଆ ସ୍ଥିତ ଷ୍ଟାଚ୍ୟୁ ଅଫ ୟୁନିଟିରେ ଏକ ବଡ ଯୋଗ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡବିୟ ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri