‘ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ହ୍ୟୁଷ୍ଟନ ବିଶ୍ୱବିଦ୍ୟାଳୟରେ ତାମିଲ ସିଟ୍‌ ପ୍ରତିଷ୍ଠା ହେବ’, ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା

ଓ୍ବାଶିଂଟନ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକାର ଭାରତୀୟ ସମ୍ପ୍ରଦାୟଙ୍କ ସାମ୍ନାରେ ହ୍ୟୁଷ୍ଟନ ବିଶ୍ୱବିଦ୍ୟାଳୟରେ ଏକ ତାମିଲ ସିଟ୍‌ ପ୍ରତିଷ୍ଠା କରାଯିବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି, ହ୍ୟୁଷ୍ଟନ ବିଶ୍ୱବିଦ୍ୟାଳୟରେ ତାମିଲ ଷ୍ଟଡି ଚେୟାର ପ୍ରତିଷ୍ଠା ତାମିଲ ସଂସ୍କୃତିର ପ୍ରଭାବ ତଥା ବିଶ୍ୱର ସର୍ବ ପୁରାତନ ତାମିଲ ଭାଷାର ପ୍ରଭାବ ବୃଦ୍ଧି କରିବାରେ ସହାୟକ ହେବ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ଆମେରିକାରୁ ଆଜି ଇଜିପ୍ଟ ବାହାରିଛନ୍ତି। ଏହାପୂର୍ବରୁ ସେ ତିନି ଦିନିଆ ଆମେରିକା ଗସ୍ତରେ ଥିଲେ। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଆକର୍ଷଣୀୟ ଥିଲା। ଏହି ସମୟରେ ପିଏମ ମୋଦିଙ୍କୁ ହ୍ବାଇଟ ହାଉସରେ ଭବ୍ୟ ସ୍ବାଗତ କରାଯାଇଥିଲା। ଏଥିସହ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ପତ୍ନୀ ଜିଲ ବାଇଡେନ ସହ ଏକ ବ୍ୟକ୍ତିଗତ ରାତ୍ରୀ ଭୋଜନ କରିଥିଲେ। ପରେ ପିଏମ ମୋଦିଙ୍କ ସମ୍ମାନାର୍ଥେ ଏକ ଷ୍ଟେଟ ଡିନର ଆୟୋଜିତ ହୋଇଥିଲା, ଯେଉଁଥିରେ ବିଶ୍ୱର ବିଶିଷ୍ଟ ବ୍ୟକ୍ତିତ୍ୱମାନେ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?