Posted inଜାତୀୟ

‘ଭାଜପାର ଶକ୍ତି ତା’ର କର୍ମୀ’ ଜିଲା ପଞ୍ଚାୟତ ସମ୍ମିଳନୀରେ ସଙ୍ଗଠନକୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୧୮।୮: ଶୁକ୍ରବାର ଦାମନ ଓ ଡିଉରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଦୁଇ ଦିବସୀୟ ଜିଲା ପଞ୍ଚାୟତ ସଦସ୍ୟ ସମ୍ମିଳନୀ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେଇ ଦଳର କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ‘ଭାଜପାର ସବୁଠାରୁ ବଡ ଶକ୍ତି ହେଉଛି ଏହାର କର୍ମୀ ଏବଂ ଦଳର କର୍ମୀ ପଦ ସବୁବେଳେ ଆମ ପାଖରେ ଅଛି’।
ଜିଲା ପଞ୍ଚାୟତ ସଦସ୍ୟ ସମ୍ମିଳନୀରେ ଭାଜପାର ୬୦୦ରୁ ଅଧିକ ଜିଲା ପଞ୍ଚାୟତ ସଦସ୍ୟ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ତାଙ୍କ ସମ୍ବୋଧନରେ ମୋଦି କହିଛନ୍ତି ଯେ ମୁଁ ଚାହୁଁଛି ଆପଣ ସମସ୍ତେ ହ୍ବାଟସ ଆପ ଗ୍ରୁପ ସୃଷ୍ଟି କରନ୍ତୁ ଏବଂ ସେହି ହ୍ବାଟସ ଆପ ଗ୍ରୁପ ମାଧ୍ୟମରେ ପରସ୍ପର ସହ ସମ୍ପର୍କରେ ରୁହନ୍ତୁ। ତୁମ ଜିଲ୍ଲାରେ ଘଟୁଥିବା ବିକାଶ କାର୍ଯ୍ୟ ବିଷୟରେ ପରସ୍ପରକୁ କୁହନ୍ତୁ। ପ୍ରଧାନମନ୍ତ୍ରୀ ଦଳର ପଞ୍ଚାୟତ ସଦସ୍ୟଙ୍କୁ କହିଛନ୍ତି ଯେ ସେମାନେ ଗୋଟିଏ ବର୍ଷରେ ତିନୋଟି ସାମାଜିକ ଯୋଜନା ବାଛିବା ଉଚିତ ଏବଂ ପ୍ରତ୍ୟେକ ଯୋଜନାକୁ ଚାରିମାସ ସମୟ ଦେବା ଉଚିତ ଏବଂ ଏହି ଯୋଜନା ଅଧୀନରେ ବିକାଶ ଉପରେ ଧ୍ୟାନ ଦେବା ଉଚିତ। ଏହି ଉପାୟରେ, ୫ ବର୍ଷରେ, ଆପଣ ୧୫ଟି ଯୋଜନାର ସମସ୍ୟାର ସମାଧାନ କରିବାକୁ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri