Posted inଜାତୀୟ

ସାଂସଦ ଖେଳ ମହାକୁମ୍ଭ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତରପ୍ରଦେଶର ବସ୍ତି ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ସାଂସଦ ଖେଳ ମହାକୁମ୍ଭ ୨୦୨୨-୨୩ର ଉଦଘାଟନ କରିଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ।
ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବସ୍ତି ହେଉଛି ମହର୍ଷି ବଶିଷ୍ଠଙ୍କ ପବିତ୍ର ଭୂମି। ଶ୍ରମ ଏବଂ ସାଧନା, ତପ ଏବଂ ବଳିଦାନ ଭୂମି। ଜଣେ ଖେଳାଳି ପାଇଁ ତାଙ୍କର ଖେଳ ମଧ୍ୟ ଏକ ସାଧନା ଏବଂ ତପ ଯେଉଁଥିରେ ସେ ନିଜକୁ ପରୀକ୍ଷା କରନ୍ତି। ଜଣେ ସଫଳ ଖେଳାଳିଙ୍କ ଧ୍ୟାନ ମଧ୍ୟ ସଠିକ ହେଲେ ହିଁ ସେ ସଫଳତା ହାସଲ କରନ୍ତି।
ସୂଚନାଯୋଗ୍ୟ,ଖେଲୋ ଇଣ୍ଡିଆ ଅଭିଯାନ ଅଧୀନରେ ସରକାର ଖେଳାଳିଙ୍କୁ ଆର୍ଥିକ ସହାୟତା ଦେଉଛନ୍ତି। ଖେଲୋ ଇଣ୍ଡିଆ ଅଭିଯାନ ଅଧୀନରେ ପ୍ରତି ମାସରେ ୨୫୦୦ରୁ ଅଧିକ ଆଥଲେଟଙ୍କୁ ୫୦,୦୦୦ରୁ ଅଧିକ ଟଙ୍କା ଦିଆଯାଉଛି। ଅଲିମ୍ପିକ୍ସକୁ ଯାଉଥିବା ପ୍ରାୟ ୫୦୦ ଖେଳାଳି ‘ଟପ୍ସ’ରୁ ସାହାଯ୍ୟ ପାଉଛନ୍ତି।
ଭାରତର ପ୍ରାୟ ୨୦୦ ଏମ୍‌ପି ସାଂସଦ କ୍ରୀଡା ପ୍ରତିଯୋଗିତା ଆୟୋଜନ କରିଛନ୍ତି, ଯେଉଁଥିରେ ହଜାର ହଜାର ଯୁବକ ଅଂଶଗ୍ରହଣ କରିଛନ୍ତି। ଯେଉଁମାନେ ସାଂସଦ ଖେଳ ମହାକୁମ୍ବରେ ଭଲ ପ୍ରଦର୍ଶନ କରନ୍ତି ସେମାନେ ଭାରତର କ୍ରୀଡ଼ା ପ୍ରାଧିକରଣର ତାଲିମ କେନ୍ଦ୍ରରେ ଅଧିକ ତାଲିମ ପାଇଁ ମନୋନୀତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri