Posted inଜାତୀୟ

୨୯୬ କିଲୋମିଟର ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କଲେ ମୋଦି

କାନପୁର,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାଲୌନରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କରିଛନ୍ତି । ଶନିବାର ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୋଦି କାନପୁର ଏୟାର ପୋର୍ଟରେ ପହଞ୍ଚିବା ପରେ ସେଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ସ୍ୱାଗତ କରିଥିଲେ । ଏହାପରେ ସେ ସଡ଼କ ପଥରେ ଜାଲୌନ ଯାଇଥିଲେ । ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମହତ୍ୱାକାଂକ୍ଷି ଯୋଜନା ମଧ୍ୟରୁ ଗୋଟିଏ ହୋଇଥିବା ବେଳେ ୨ ବର୍ଷ ପୂର୍ବରେ ସେ ଏହାର ଶିଳାନ୍ୟାସ କରିଥିଲେ ।

୨୯୬ କିଲୋମିଟର ଲମ୍ବା ଏହି ଏକ୍ସପ୍ରେସୱେ ଏବେ ଦିଲ୍ଲୀରୁ ଚିତ୍ରକୂଟ ଯିବାର ସମୟକୁ ଅଧା କରିଦେବ । ଯେତେବେଳେ ଏଥିପାଇଁ ୧୨-୧୪ ଘଣ୍ଟା ସମୟ ଲାଗୁଥିଲା ଏବେ ଏହା ୬ ଘଣ୍ଟାରେ ପହଞ୍ଚିହେବ । କୁହାଯାଉଛି କି ଏହି ଏକ୍ସପ୍ରେସୱେର ଜମି କ୍ରୟ ପାଇଁ ୨୨୦୦ କୋଟି ଟଙ୍କା ଲାଗିଥିବା ବେଳେ ନିର୍ମାଣ ପାଇଁ ୧୪,୮୫୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହି ଏକ୍ସପ୍ରେସୱେ ଉପରେ ୧୫ରୁ ଅଧିକ ଫ୍ଲାଇଓଭର, ୧୦ରୁ ଅଧିକ ବଡ ପୋଲ, ୨୫୦ରୁ ଅଧିକ ଛୋଟ ପୋଲ, ୬ ଟୋଲ ପ୍ଲାଜା ଓ ୪ଟି ରେଲୱେ ପୁଲ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?