Posted inଜାତୀୟ

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରପ୍ରଦେଶକୁ ବଡ ଉପହାର ଦେଇଛନ୍ତି । ୩୪୦ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିଛନ୍ତି ମୋଦି । ଉଦ୍‌ଘାଟନ ପାଇଁ ମୋଦି ସି-୧୩୦ ହରକ୍ୟୁଲେସ ଏୟାର କ୍ରାପ୍ଟରେ ଆସି ଏକ୍ସପ୍ରେସ ୱେରେ ଲ୍ୟାଣ୍ଡ କରିଥିଲେ ।ଏହି ଉଦଘାଟନି ଉତ୍ସବରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦିବେନ ପଟେଲ ଉପସ୍ଥିତ ଥିଲେ । ଏହି ଏକ୍ସପ୍ରେସ ୱେ ପୂର୍ବ ଓ ପଶ୍ଚିମ ଉତ୍ତର ପ୍ରଦେଶକୁ ଯୋଡିବ । ଏହି ଅବସରରେ ମୋଦି କହିଛନ୍ତି ୭-୮ ବର୍ଷ ତଳର ଉତ୍ତର ପ୍ରଦେଶ ଓ ଆଜିର ଉତ୍ତର ପ୍ରଦେଶ ମଧ୍ୟରେ ବହୁ ଫରକ ରହିଛି । ଦେଶ ମାଟିର ସେବା କରିବାକୁ ମୋତେ ଅବସର ମିଳିଥିବାରୁ ମୁଁ ଖୁବ୍ ଖୁସି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ବିଧାୟକ ଭାବେ ଜିତାଇବା ପଛରେ ୨ ସ୍ତ୍ରୀଙ୍କ ହାତ

ଅହମ୍ମଦାବାଦ,୧୨।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଦେଡିଆପଡାରୁ ନିର୍ବାଚିତ ହୋଇଥିବା ଆମ୍‌ ଆଦମୀ ପାର୍ଟି(ଏଏପି)ବିଧାୟକ ଚୈତର ବାସଭା ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସେ ଏଏପିର ୫...

କାଉଡ଼ି ଯାତ୍ରା ଭିଡ଼, ଗାଜିଆବାଦରେ ଜୁଲାଇ ୨୬ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ…

ଗାଜିଆବାଦ,୨୧।୭ : ଶ୍ରାବଣ ମାସରେ କାଉଡ଼ି ଯାତ୍ରା ଭିଡ଼କୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ଗାଜିଆବାଦ ଜିଲା ପ୍ରଶାସନ ଜୁଲାଇ ୨୬ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଏବଂ...

ଇଦରେ ଶପଥ ନେଲେ ମମତା

କୋଲକାତା,୨୨।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଦ ଅବସରରେ ଏକ ଶପଥ ନେଇଛନ୍ତି। ମମତା କହିଛନ୍ତି, ଆମେ ଦେଶକୁ ଭାଗ ଭାଗ ହେବାକୁ ଦେବୁନାହିଁ। ସେ...

ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସର ମେକ୍ସିକୋରୁ ଗିରଫ

ନୂଆଦିଲ୍ଲୀ, ୫ା୪ : ଦିଲ୍ଲୀର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ୍‌ ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସରଙ୍କୁ ମେକ୍ସିକୋରେ ଗିରଫ କରାଯାଇଛି ଓ ଆସନ୍ତା ସପ୍ତାହରେ ଭାରତ ଅଣାଯିବ। ଫେଡେରାଲ...

ଆଧାର ଲାଗି ବିଳମ୍ବ ହେଲା ଅନ୍ତିମ ସଂସ୍କାର

ବେଙ୍ଗାଲୁରୁ,୧୨।୨: ଗତ ସପ୍ତାହରେ ବେଙ୍ଗାଲୁରୁ ବିଜୟନଗରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଉପୁଜିଥିଲା। କାରଣ ମୃତକଙ୍କ ଆଧାର...

ସୋମବାର ପର୍ଯ୍ୟନ୍ତ ଲୋକ ସଭା-ରାଜ୍ୟ ସଭା ମୁଲତବୀ

ନୂଆଦିଲ୍ଲୀ,୨୩।୭: ଶୁକ୍ରବାର ସଂସଦର ମୌସୁମୀ ଅଧିବେଶନର ୪ର୍ଥ ଦିନ। ପୋଗାସସ୍‌ ମାମଲାକୁ ନେଇ ଗତ ୩ଦିନରୁ ଗୃହରେ ତାତି ଦେଖାଦେଇଛି। ଗୁରୁବାର ସଂସଦର ଦୁଇ ଗୃହ...

ବିଷ୍ଣୋଇଙ୍କୁ ହାଜତକୁ ନେବା ଲାଗି ପଞ୍ଜାବ ପୋଲିସକୁ ଅନୁମତି

ନୂଆଦିଲ୍ଲୀ,୧୫ା୬: ପଞ୍ଜାବୀ ଗାୟକ ସିଦ୍ଧୁ ମୂସେଓ୍ବାଲା ହତ୍ୟା ମାମଲାରେ ମୁଖ୍ୟ ଷଡ଼ଯନ୍ତ୍ରକାରୀ କୁହାଯାଉଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ହାଜତକୁ ନେବା ଲାଗି ପଞ୍ଜାବ ପୋଲିସକୁ କୋର୍ଟ...

ଡେଲିଭରୀ ବୟଙ୍କ ପରିବାରକୁ ୧୦ ଲକ୍ଷ ଦେବ ଜମାଟୋ

ନୂଆଦିଲ୍ଲୀ,୧୩।୧: ମଦ ନିଶାରେ ଥିବା ପୋଲିସ କନଷ୍ଟେବଳଙ୍କ ଏସ୍‌ୟୁଭି ଧକ୍କାରେ ଶନିବାର ରାତିରେ ପ୍ରାଣ ହରାଇଥିଲେ ଜମାଟୋ ଡେଲିଭରୀ ବୟ ସଲିଲ ତ୍ରିପାଠୀ। ତାଙ୍କ ବିୟୋଗରେ...

Advertisement
Archives

Model This Week