Posted inଜାତୀୟ

ରାଜଘାଟ ପରେ ଲାଲକିଲା ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୧୫।୮: ଦେଶର ୭୭ ତମ ସ୍ବାଧିନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳେ ରାଜ ଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ ସେ ଲାଲ କିଲାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି।

୭୭ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ କିଲାର ପ୍ରାଚିରରୁ ତ୍ରରଙ୍ଗା ଉଡାଇଛନ୍ତି। କ୍ରମାଗତ ଦଶମ ଥର ଲାଗି ମୋଦି ଲାଲ କିଲାରୁ ପତାକା ଉତ୍ତୋଳନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ତାଙ୍କର ୧୦ ବର୍ଷର ୟୁପିଏ କାର୍ଯ୍ୟକାଳରେ କ୍ରମାଗତ ୧୦ଥର ଲାଲ କିଲାରେ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri