Posted inଜାତୀୟ

୭ ଭ୍ୟାକ୍ସିନ ନିର୍ମାତାଙ୍କ ସହ ମୋଦିଙ୍କ ବୈଠକ: ପୁନାୱାଲା ବି ସାମିଲ

ନୂଆଦିଲ୍ଲୀ,୨୩ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୭ ଭ୍ୟାକ୍ସିନ ନିର୍ମାତାଙ୍କ ସହ କଥା ହୋଇଛନ୍ତି । ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ(ଏସ୍‌ଆଇଆଇ)ର ସିଇଓ ଅଦର ପୁନାୱାଲା ବି ଉପସ୍ଥିତ ରହିଛନ୍ତି । ଏହାସହ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ମିନିଷ୍ଟ୍ରି ଅଫ୍ ଷ୍ଟେଟ ଫର ହେଲ୍‌ଥ ଭାରତି ପ୍ରବିନ ପାୱାର ଏହି ବୈଠକରେ ବସିଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ଦେଶରେ ୧୦୦ କୋଟି ଭ୍ୟାକ୍ସିନର ଡୋଜ୍ ପୂରଣ ହେବାର ଗୋଟିଏ ଦିନ ପରେ ଏହି ବୈଠକ ବସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋରୁମ୍‌ରେ ଚାଷୀଙ୍କୁ କହିଲେ ‘ପାଖରେ ୧୦ ଟଙ୍କା ନାହିଁ, ଗାଡ଼ି କିଣିବାକୁ ଆସିଛ’, ତା’ ପରେ

ବାଙ୍ଗାଲୋର,୨୪।୧: ବୋଲେରୋ ପିକ୍‌ ଅପ୍‌ ଟ୍ରକ କିଣିବାକୁ ଶୋରୁମ୍‌ ଆସିଥିବା ଜଣେ ଚାଷୀଙ୍କୁ ଅପମାନ ଦେଇଥିଲେ ଜଣେ ସେଲ୍ସମ୍ୟାନ। ଉତ୍ତ୍ୟକ୍ତ ହୋଇ ଚାଷୀ ଘଣ୍ଟାକ ମଧ୍ୟରେ...

‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା...

ଗାଁରେ ବିତାଅ ୭୫ ଘଣ୍ଟା, ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର…

ନୂଆଦିଲ୍ଲୀ,୨୭।୭: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ରାଜ୍ୟ ସଭା ଏବଂ ଲୋକ ସଭାରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଭାଜପା ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ କରୋନା

ମଣିପୁର,୧୫।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଏନ. ବିରେନ ସିଂ। ଏ ନେଇ ରବିବାର ବିରେନ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। କରୋନାର ଲକ୍ଷଣ ଦେଖାଯିବା...

୧୦ ମିନିଟରେ ପୋଡ଼ି ପାଉଁଶରେ ପରିଣତ ହେଲା ପୂଜା ପେଣ୍ଡାଲ, ଜୀବନ ବିକଳରେ ପୋଖରୀକୁ ଡେଇଁଲେ ଶ୍ରଦ୍ଧାଳୁ…

ଭଦୋହି,୩।୧୦ : ଉତ୍ତରପ୍ରଦେଶର ଭଦୋହି ସହରରେ ଏକ ଦୁର୍ଗା ପୂଜାପେଣ୍ଡାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଦୁଇ ଶିଶୁଙ୍କ ସମେତ ୫ଜଣଙ୍କର ମୃତ୍ୟୁ...

କରୋନାର ଦ୍ୱିତୀୟ ଲହରରେ ଗଲାଣି ୨୬୯ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୧୮।୫: ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ କରିଛି। ଆଇଏମଏ ଅନୁଯାୟୀ, କରୋନାର ଦ୍ୱିତୀୟ ଲହର ସମୟରେ ଏପର୍ଯ୍ୟନ୍ତ ୨୬୯ ଡାକ୍ତରଙ୍କର...

ଉହାନ୍‌ରେ ବାଦୁଡ଼ିଙ୍କଠାରେ ମିଳିଲା ୩ ପ୍ରକାର ଭୂତାଣୁ

ନୂଆଦିଲ୍ଲୀ,୨୫।୫: କରୋନା ଭାଇରସ୍‌କୁ ନେଇ ପୁଣି ଚର୍ଚ୍ଚାର ପରିସରକୁ ଆସିଛି ଚାଇନା। ଉହାନ୍‌ସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି ଯେଉଁଠାରେ ପ୍ରଥମ କୋଭିଡ୍‌-୧୯ ସଂକ୍ରମଣ ଚିହ୍ନଟ ହୋଇଥିଲା,...

‘ଘର ଲୋକ ହିଁ ଘର ଛାଡିବାକୁ କଲେ ବାଧ୍ୟ’

ନୂଆଦିଲ୍ଲୀ,୨୯।୮: କଂଗ୍ରେସ ଛାଡିବା ପରେ ପ୍ରଥମଥର ଗୁଲାମ ନବୀ ଆଜାଦ ଗଣମାଧ୍ୟମ ଜରିଆରେ ଦଳ ଉପରେ ବର୍ଷିଛନ୍ତି। କିଏ ନିଜେ ପରିବାର ଛାଡିବାକୁ ଚାହେଁ। ମୋତେ...

Advertisement
Archives

Model This Week