ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ ଥୋମାସ କପ ଜିତିଥିବା ବ୍ୟାଡମିଣ୍ଟନ ଦଳ ସହ କଥା ହୋଇ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ବିଜୟ ଆମ ଆଗାମୀ ପିଢିକୁ ବହୁତ ଉତ୍ସାହିତ କରିବ। ଭାରତର ବ୍ୟାଡମିଣ୍ଟନ ଦଳ ଇତିହାସ ସୃଷ୍ଟି କରିଛି। ଥୋମାସ କପ ଜିତିବା ପରେ ପୁରା ଦେଶ ଉତ୍ସାହିତ। ଆମ ଦଳକୁ ଅନେକ ଅନେକ ଅଭିନନ୍ଦନ ଏବଂ ଭବିଷ୍ୟତ ପାଇଁ ଶୁଭେଚ୍ଛା।
୧୯୭୯ରୁ ଥୋମାସ କପର ସେମିଫାଇନାଲରେ ଭାରତୀୟ ଦଳ କେବେ ବି ପହଞ୍ଚି ନ ଥିଲା। କିନ୍ତୁ ୨୦୨୨ରେ ମାଲେସିଆ ଏବଂ ଡେନମାର୍କ ପରି ଏକ ଶକ୍ତିଶାଳୀ ଦଳକୁ ପରାସ୍ତ ଭାରତ ଟାଇଟେଲ୍‌ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri