ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ ଥୋମାସ କପ ଜିତିଥିବା ବ୍ୟାଡମିଣ୍ଟନ ଦଳ ସହ କଥା ହୋଇ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ବିଜୟ ଆମ ଆଗାମୀ ପିଢିକୁ ବହୁତ ଉତ୍ସାହିତ କରିବ। ଭାରତର ବ୍ୟାଡମିଣ୍ଟନ ଦଳ ଇତିହାସ ସୃଷ୍ଟି କରିଛି। ଥୋମାସ କପ ଜିତିବା ପରେ ପୁରା ଦେଶ ଉତ୍ସାହିତ। ଆମ ଦଳକୁ ଅନେକ ଅନେକ ଅଭିନନ୍ଦନ ଏବଂ ଭବିଷ୍ୟତ ପାଇଁ ଶୁଭେଚ୍ଛା।
୧୯୭୯ରୁ ଥୋମାସ କପର ସେମିଫାଇନାଲରେ ଭାରତୀୟ ଦଳ କେବେ ବି ପହଞ୍ଚି ନ ଥିଲା। କିନ୍ତୁ ୨୦୨୨ରେ ମାଲେସିଆ ଏବଂ ଡେନମାର୍କ ପରି ଏକ ଶକ୍ତିଶାଳୀ ଦଳକୁ ପରାସ୍ତ ଭାରତ ଟାଇଟେଲ୍‌ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କ ସ୍ବାଧୀନତା ଉପରେ ବିବାଦୀୟ ମନ୍ତବ୍ୟ ଦେଲେ ଡିଜିପି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୭।୭: ଯୁବତୀଙ୍କ ସ୍ବାଧୀନତା ଉପରେ ମଧ୍ୟପ୍ରଦେଶ ଡିଜିପି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦେଶରେ ବୃଦ୍ଧି...

ବୁମରାଙ୍କ ସମକକ୍ଷ ସାମି

ବିଶାଖାପାଟଣା,୬୧୦- ଭାରତୀୟ ପେସର ମହମ୍ମଦ ସାମି ରବିବାର ନିଜ ସାଥୀ ପେସର ଯଶପ୍ରୀତ ବୁମରାଙ୍କ ସମକକ୍ଷ ହୋଇଛନ୍ତି ଏଠାରେ ଭାରତ ଓ ଦକ୍ଷିଣ ଅାଫ୍ରିକା ମଧ୍ୟରେ...

ନଦୀକୁ ଖସିଲା ଯବାନଙ୍କୁ ନେଇ ଯାଉଥିବା ବସ୍‌

ଲେହ,୨୭।୫: ଲଦାଖର ତୁରତୁକ ସେକ୍ଟରରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ଜଣ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ଶ୍ୟୋକ...

ଏହି ବଲିଉଡ୍‌ ଅଭିନେତ୍ରୀଙ୍କୁ ବେଶୀ ପସନ୍ଦ କରନ୍ତି ପାକିସ୍ତାନ କ୍ରିକେଟର୍‌

ନିକଟରେ ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଯାଇଛି। ସେଠାରେ ଦଳ ଇଂଲଣ୍ଡ ବିପକ୍ଷରେ ୩ଟି ଟେଷ୍ଟ ଏବଂ ୩ଟି ଟି-୨୦ ମ୍ୟାଚ୍‌ ଖେଳିବ। ଏହି...

ଦୋହା ଡାଇମଣ୍ଡ ଲିଗ୍‌ ଜିତିଲେ ନୀରଜ

ଦୋହା,୬ା୫: ଅଲିମ୍ପିକ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଡାଇମଣ୍ଡ ଲିଗ୍‌ ଜିତିି ୨୦୨୩ ପାଇଁ ବିଜୟ ଯାତ୍ରା ଆରମ୍ଭ କରିଛନ୍ତି। ନୀରଜ ପ୍ରତିଯୋଗିତାରେ ୮୮.୬୭...

ଅଯୋଧ୍ୟା ଗସ୍ତ ପୂର୍ବରୁ ଆରଏସ୍‌ଏସ୍‌ ମୁଖ୍ୟ କରାଇଲେ କରୋନା ଟେଷ୍ଟ

ଆଯୋଧ୍ୟା,୪।୮: ଆଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ହେବାକୁ ଥିବା ଭୂମି ପୂଜନ କାର୍ଯ୍ୟକ୍ରମର ଆରମ୍ଭ ସୋମବାରଠାରୁ ହୋଇଛି। ମଙ୍ଗଳବାର ରାମାର୍ଚ୍ଚା ପୂଜା ଅନୁଷ୍ଠିତ ହୋଇଛି।...

‘ଦୁଇ ଭାଗରେ ବାଣ୍ଟି ହୋଇଛି ଭାରତ’

ନୂଆଦିଲ୍ଲୀ,୨।୨: ଭାରତ ଏବେ ଦୁଇ ଭାଗରେ ବାଣ୍ଟି ହୋଇଛି। ଗୋଟିଏ ଭାରତରେ କେବଳ ଅତ୍ୟଧିକ ଧନୀଙ୍କ ପାଇଁ। ଏହି ଦେଶରେ ସେମାନେ ରହୁଛନ୍ତି, ଯେଉଁମାନଙ୍କ ପାଖରେ...

ମା’ ଦୁର୍ଗାଙ୍କ ଜଣେ ବଡ ଭକ୍ତ ଏହି ବାଂଲାଦେଶୀ କ୍ରିକେଟର

ଲଣ୍ଡନ, ୧୮।୬: ଚଳିତ ବିଶ୍ୱକପରେ ବିପର୍ଯ୍ୟୟ ଘଟାଇଛି ବାଂଲାଦେଶ। ସୋମବାର ଅନୁଷ୍ଠିତ ହାଇ ସ୍କୋରିଂ ମ୍ୟାଚ୍‌ରେ ସାକିବ-ଅଲ-ହାସନଙ୍କ ଶତକ ଏବଂ ଲିଟନ ଦାସଙ୍କ ବିସ୍ଫୋରକ ବ୍ୟାଟିଂ...

Advertisement
Archives

Model This Week