ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା କରିବେ ।

ତେବେ ୧୯ ତାରିଖରେ ଭୁବନେଶ୍ୱରରେ ରାତ୍ରୀଯାପନ କରିବେ। ତା’ ପରଦିନ ଅର୍ଥାତ୍‌ ସୋମବାର ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ। ଏହାପରେ ପୁରୀରେ ରୋଡ ଶୋ’ କରିବେ ମୋଦି। ପରେ ଅନୁଗୁଳ ଓ କଟକରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri