Posted inଜାତୀୟ

ଶଙ୍କରାଚାର୍ଯ୍ୟଙ୍କ ସହ ମୋଦିଙ୍କୁ ତୁଳନା କଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୯।୧: ରାମ ମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଜାନୁଆରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ଝାଡଖଣ୍ଡର ଗୋଡ୍ଡାର ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶଙ୍କରାଚାର୍ଯ୍ୟଙ୍କ ସହ ତୁଳନା କରିଛନ୍ତି। ସେ କହିଛନ୍ତି, ଯେପରି ଶଙ୍କରାଚାର୍ଯ୍ୟ ସମାଜ ପାଇଁ ବଞ୍ଚନ୍ତି, ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ସେହିଭଳି ଜୀବନଯାପନ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଷୟରେ ନିଶିକାନ୍ତ ଦୁବେଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଚାରିଜଣ ଶଙ୍କରାଚାର୍ଯ୍ୟ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଯୋଗ ଦେବାକୁ ମନା କରିଦେଇଛନ୍ତି।
ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭୀମୁକ୍ତିଶ୍ୱରନନ୍ଦ ସରସ୍ବତୀ କହିଛନ୍ତି, ରାମ ମନ୍ଦିର ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇନାହିଁ। ଏପରି ପରିସ୍ଥିତିରେ ଏକ ଅସମ୍ପୂର୍ଣ୍ଣ ମନ୍ଦିରକୁ ପବିତ୍ର କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri