Posted inଜାତୀୟ

ବ୍ରେନ୍‌ ରିସର୍ଚ୍ଚ ସେଣ୍ଟର ଉଦ୍‌ଘାଟନ କଲେ ମୋଦି

ବେଙ୍ଗାଲୁରୁ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦୁଇ ଦିନିଆ ଗସ୍ତରେ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ୨୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ଏବଂ ସଡକ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ନୂତନ ଭାବରେ ନିର୍ମିତ ବ୍ରେନ୍‌ ରିସର୍ଚ୍ଚ ସେଣ୍ଟର ଏବଂ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସରେ ଡାଃ ବି.ଆର ଆମ୍ବେଦକରଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହି ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।
ଆସନ୍ତାକାଲି ଅର୍ଥାତ୍‌ ଜୁନ ୨୧ ଯୋଗ ଦିବସରେ ମଧ୍ୟ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ମୋଦି ମହୀଶୁର ପ୍ୟାଲେସ ପଡିଆରେ ଏକ ଯୋଗ ପ୍ରଦର୍ଶନରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri