Posted inଜାତୀୟ

ଉତ୍ତରାଖଣ୍ଡରେ ମୋଦି

ଡେରାଡୁନ,୨୧ ।୧୦: ଶୁକ୍ରବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ଜୌଲିଗ୍ରାଂଟ ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ରାଜ୍ୟପାଳ ଗୁରମିତ ସିଂ ତାଙ୍କୁ ସ୍ୱାଗତ କରିଛନ୍ତି ।
ସୂଚନାଯୋଗ୍ୟ, ବାବା କେଦାରନାଥଙ୍କ ଭକ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ୬ଷ୍ଠ ଥର ଲାଗି କେଦାରନାଥ ଗସ୍ତ କରିବେ । ସେଠାରେ ସେ ବାବାଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିବେ । ଏହାପରେ ସେ ବଦ୍ରୀନାଥ ଯିବେ । ଏହାସହ ସେ ଉତ୍ତାଖଣ୍ଡରେ ୩୪୦୦ କୋଟି ଟଙ୍କାର କନେକ୍ଟିଭିଟି ପ୍ରୋଜେକ୍ଟ ଉପହାର ଦେବେ । ଏହାସହ କେଦାରନାଥ ରୋପୱେ ପରିଯୋଜନାର ଶିଳାନ୍ୟାସ ବି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?