Posted inଜାତୀୟ

ତେଲଙ୍ଗାନାକୁ ୧୩ ହଜାର ୫ଶହ କୋଟି ଟଙ୍କା ପରିଯୋଜନାର ଉପହାର ଦେଲେ ମୋଦି

ହାଇଦ୍ରାବାଦ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତେଲଙ୍ଗାନାର ମହବୁବନଗର ଜିଲାରେ ୧୩ ହଜାର କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଷଳାକର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏହି ସମୟରେ ସେ କହିଥିଲେ ଯେ ୨୦୧୪ରେ ଏଲପିଜି ସଂଯୋଗ ସଂଖ୍ୟା ପ୍ରାୟ ୧୪କୋଟି ଥିଲା, ଯାହା ବର୍ତ୍ତମାନ ୩୨କୋଟିରୁ ଅଧିକ ହୋଇଛି। ସମ୍ପ୍ରତି ଆମେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ମଧ୍ୟ ହ୍ରାସ କରିଛୁ।

ସଡ଼କ, ରେଳପଥ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଉଚ୍ଚଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୧୩ ହଜାର ୫୦୦ କୋଟିରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଦବାଇ ପ୍ରଧାନମନ୍ତ୍ରୀ ତେଲଙ୍ଗାନାର ଲୋକଙ୍କୁ ଏହି ଉପହାର ଦେଇଛନ୍ତି।
ଏହି ଅବଧି ମଧ୍ୟରେ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଟ୍ରେନ ସେବାକୁ ମଧ୍ୟ ସବୁଜ ସଙ୍କେତ ଦେଇଛନ୍ତି। ସେ କହିଛନ୍ତି ଯେ ଦେଶର ଅନେକ ପ୍ରମୁଖ ଅର୍ଥନୈତିକ କରିଡର ତେଲଙ୍ଗାନା ଦେଇ ଯାଉଛି। ସମସ୍ତ ରାଜ୍ୟକୁ ପୂର୍ବ ଏବଂ ପଶ୍ଚିମ ଉପକୂଳ ସହିତ ଯୋଡିବା ପାଇଁ ଏହା ଏକ ମାଧ୍ୟମ ହେବ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ମୁଁ ତେଲଙ୍ଗାନା ମାଟିରୁ ଘୋଷଣା କରୁଛି ଯେ ହଳଦୀ ଚାଷୀଙ୍କ ସୁବିଧା ତଥା ସେମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଜାତୀୟ ହଳଦୀ ବୋର୍ଡ ଗଠନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?