ଏଇ ମାସରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀ ଯିବେ

ଭୁବନେଶ୍ୱର,୨୦।୨: ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ଭାଜପାର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ମିଳିଛି ।

ଫେବ୍ରୁଆରୀ ୨୮ ତାରିଖ ପାଖାପାଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପାରନ୍ତି । ପ୍ରଥମେ ପୁରୀ ଯାଇ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପରେ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ । ଖୁବ୍‌ଶୀଘ୍ର ଏନେଇ ଚୂଡାନ୍ତ ତାରିଖ ଧାର୍ଯ୍ୟ କରାଯିବ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।

କହିରଖୁଛୁ କି, ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri