Posted inଜାତୀୟ

ଆଜି ସର୍ବଦଳୀୟ ବୈଠକ, ଯୋଗଦେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୬।୧୨: ପାର୍ଲାମେଣ୍ଟର ଶୀତ ଅଧିବେଶନ ୭ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ କେନ୍ଦ୍ର ସରକାର ମଙ୍ଗଳବାର ସର୍ବଦଳୀୟ ବୈଠକ ଡକାଇଛନ୍ତି। ବୈଠକରେ ଅଧିବେଶନ କାର୍ଯ୍ୟସୂଚୀ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଏହା ବ୍ୟତୀତ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ମଙ୍ଗଳବାର ସନ୍ଧ୍ୟାରେ ବିଜ୍‌ନେସ୍‌ ଆଡଭାଇଜରି କମିଟି ବୈଠକରେ ଅଧ୍ୟକ୍ଷତା କରିବେ। ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିବା ପରିବର୍ତ୍ତେ ବାଚସ୍ପତି ପ୍ରଥମ ଥର ପାଇଁ ବିଜ୍‌ନେସ୍‌ ଆଡଭାଇଜରି କମିଟି ବୈଠକ ଡାକିଛନ୍ତି। ଶୀତ ଅଧିବେଶନରେ ୧୬ଟି ନୂଆ ବିଲ୍‌ ଆଣିବା ଲାଗି ସରକାର ଗତ ସପ୍ତାହରେ ତାଲିକାଭୁକ୍ତ କରିଥିଲେ। ସର୍ବଦଳୀୟ ବୈଠକ ଲାଗି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ବିଭିନ୍ନ ଦଳର ଗୃହ ନେତାଙ୍କୁ ଆମନ୍ତ୍ରଣ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?