Posted inଖେଳ

ଦୃଷ୍ଟିବାଧିତ ମହିଳା କ୍ରିକେଟ ଦଳକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୭ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତୀୟ ଦୃଷ୍ଟିବାଧିତ ମହିଳା ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟଙ୍କୁ ଭେଟିଛନ୍ତି।

କଲମ୍ବୋରେ ଅନୁଷ୍ଠିତ ଫାଇନାଲରେ ଭାରତ ୭ ଉଇକେଟରେ ନେପାଳକୁ ପରାସ୍ତ କରି ଚାମ୍ପିୟନ ହୋଇଥିଲା। ଭାରତୀୟ ମହିଳା ଦୃଷ୍ଟିବାଧିତ ଦଳର ସଫଳତା ପ୍ରଥମଥର ପାଇଁ ଦିନିକିଆ ବିଶ୍ୱକପ୍‌ ଜିତିବା ପରେ ମିଳିଥିଲା। ଭାରତୀୟ ଦଳର ସଦସ୍ୟା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମସ୍ତ ଖେଳାଳିଙ୍କ ଅଟୋଗ୍ରାଫ ଥିବା ବ୍ୟାଟ ଉପହାରରେ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri