Posted inଜାତୀୟ

ଲୋକ ସଭାରେ ସୋନିଆ ଗାନ୍ଧୀଙ୍କୁ ଭେଟିଲେ ମୋଦି, ଅଧିର ରଞ୍ଜନ କହିଲେ କ’ଣ ହେଲା ସେମାନଙ୍କ ମଧ୍ୟରେ କଥାବାର୍ତ୍ତା

ନୂଆଦିଲ୍ଲୀ,୨୦।୭: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନରେ ଗୁରୁବାର ଏହା ଆରମ୍ଭ ହେବା ମାତ୍ରେ ଶାସକ ଓ ବିରୋଧିଙ୍କ ମଧ୍ୟରେ କଥାକଟାକଟି ଆରମ୍ଭ ହୋଇଯାଇଥିଲା। ମଣିପୁର ଭାଇରାଲ ଭିଡିଓ ଘଟଣାକୁ ନେଇ ଦିନର ଆରମ୍ଭ ହିଁ ହଙ୍ଗାମାରୁ ହୋଇଥିଲା। ଇତିମଧ୍ୟରେ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁର ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଏହା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ଏହାପରେ ସେ ଲୋକ ସଭାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ।

ଏହି ଦୁଇ ନେତାଙ୍କ ସାକ୍ଷାତ୍‌ ପରେ ପରେ ସମସ୍ତଙ୍କ ମନରେ ଗୋଟିଏ କଥା ଉଙ୍କି ମାରିଲା ଯେ ଏମାନେ କ’ଣ କଥା ହେଲେ। ଏହାକୁ ନେଇ କଂଗ୍ରେସ ନେତା ତଥା ଏମପି ଅଧିର ରଞ୍ଜନ ଚୌଧୁରୀ ଏହାର ଜବାବ ଦେଇଛନ୍ତି।
ଚୌଧୁରି କହିଛନ୍ତି, ଯେତେବେଳେ ଅଧିବେଶନ ଆରମ୍ଭ ହୋଇଥାଏ, ସେତେବେଳେ ପରମ୍ପରା ଅନୁଯାୟୀ ପ୍ରଧାନମନ୍ତ୍ରୀ ସମସ୍ତ ନେତାଙ୍କୁ ସେମାନଙ୍କ ହାଲଚାଲ ପଚାରି ଥାଆନ୍ତି। ସେଥିପାଇଁ ସେ ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ୍‌ କରିଥିଲେ। ଏହି ସମୟରେ ସୋସିଆ ମୋଦିଙ୍କୁ କହିଥିଲେ କି ଗୃହରେ ମଣିପୁର ଘଟଣାର ଚର୍ଚ୍ଚା ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri