Posted inଜାତୀୟ

‘ନୂଆ ଅଧ୍ୟାୟ…’ ଚନ୍ଦ୍ରୟାନ-୩ ଉତ୍‌ପେକ୍ଷଣ ଉପରେ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୭: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଶୁକ୍ରବାର ଅପରାହ୍ନ ୨.୩୫ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ କେନ୍ଦ୍ରରୁ ତୃତୀୟ ଚନ୍ଦ୍ରୟାନ-୩ ମିଶନ ଉତ୍‌ପେକ୍ଷଣ କରିଛି।

ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ବ୍ୟକ୍ତ କରିଛନ୍ତି ଏବଂ ଏହାକୁ ମହାକାଶ ଜଗତର ଏକ ନୂତନ ଅଧ୍ୟାୟ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଚନ୍ଦ୍ରୟାନ-୩ ଭାରତର ମହାକାଶ ଯାତ୍ରାରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହା ପ୍ରତ୍ୟେକ ଭାରତୀୟଙ୍କ ସ୍ବପ୍ନ ଏବଂ ଅଭିଳାଷକୁ ଉଚ୍ଚକୁ ନେଇଯିବ। ଏହି ମହତ୍ତ୍ୱପୂର୍ଣ ସଫଳତା ଆମର ବୈଜ୍ଞାନିକମାନଙ୍କ ନିରନ୍ତର ଉତ୍ସର୍ଗର ଏକ ସାକ୍ଷ୍ୟ। ମୁଁ ତାଙ୍କ ଭାବନା ଏବଂ ପ୍ରତିଭାକୁ ସଲାମ କରୁଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri