Posted inଜାତୀୟ

ଟ୍ରେନରେ ଭିଡ଼ କମିବ, କେନ୍ଦ୍ର ସରକାର ନେଲେ ବଡ଼ ପଦକ୍ଷେପ, ପିଏମ୍‌ ମୋଦି କହିଲେ ଓଡ଼ିଶା ସମେତ ଏହି ସବୁ ରାଜ୍ୟକୁ ମିଳିବ ଲାଭ

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୬,୪୫୬ କୋଟି ଟଙ୍କା ମୂଲ୍ୟର ତିନୋଟି ରେଳ ପ୍ରକଳ୍ପକୁ ଅନୁମୋଦନ କରିବାରୁ କ୍ୟାବିନେଟର ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି , ଏହା ଓଡ଼ିଶା, ଝାଡଖଣ୍ଡ, ପଶ୍ଚିମବଙ୍ଗ ଏବଂ ଛତିଶଗଡକୁ ବହୁତ ଲାଭଦାୟକ ହେବ।

ରେଳ ମନ୍ତ୍ରଣାଳୟର କହିବାନୁସାରେ, ଏହି ପ୍ରକଳ୍ପଗୁଡିକ ସୁଦୂର ଅଞ୍ଚଳକୁ ସଂଯୋଗ କରି ମାଲ ପରିବହନ ଦକ୍ଷତାକୁ ସୁଦୃଢ କରିବ, ଏବଂ ପରିବହନ ନେଟୱାର୍କକୁ ବିସ୍ତାର କରିବା ସହିତ ଯୋଗାଣ ଶୃଙ୍ଖଳାକୁ ସୁଦୃଢ ଼କରିବ, ଯାହା ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ଘଟାଇବ ।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଥିବା ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ମୋଟ ଆନୁମାନିକ ମୂଲ୍ୟ ୬,୪୫୬ କୋଟି ଟଙ୍କା ଥିବା ତିନୋଟି ପ୍ରକଳ୍ପକୁ ଅନୁମୋଦନ କରିଛି। ମନ୍ତ୍ରଣାଳୟ କହିଛି, ନୂତନ ଲାଇନ ପାଇଁ ପ୍ରସ୍ତାବଗୁଡ଼ିକ ସିଧାସଳଖ ସଂଯୋଗ ସୃଷ୍ଟି କରିବ ଏବଂ ଟ୍ରାଫିକରେ ଉନ୍ନତି ଆଣିବ। ଏହା ଭାରତୀୟ ରେଳର ଦକ୍ଷତା ଏବଂ ସେବାର ନିର୍ଭରଯୋଗ୍ୟତା ବୃଦ୍ଧି କରିବ। ମଲ୍ଟି ଟ୍ରାକିଂ ପ୍ରସ୍ତାବ କାର୍ଯ୍ୟକୁ ସହଜ କରିବ ଏବଂ ଭିଡକୁ ହ୍ରାସ କରିବ, ଯାହା ଦ୍ୱାରା ଭାରତୀୟ ରେଳର ବ୍ୟସ୍ତବହୁଳ ବିଭାଗଗୁଡ଼ିକରେ ବହୁ ଆବଶ୍ୟକୀୟ ଭିତ୍ତିଭୂମି ଉନ୍ନତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri