ଜପାନରୁ ପପୁଆ ନ୍ୟୁ ଗିନି ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି

ହିରୋଶିମା,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ଯୋଗଦେବା ପରେ ରବିବାର ଜାପାନ ଛାଡିଛନ୍ତି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ଛାଡି ଭାରତ ପ୍ରଶାନ୍ତ ମହାସାଗରର ଏକ ଛୋଟ ଦେଶ ପପୁଆ ନ୍ୟୁ ଗିନି ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ପପୁଆ ନ୍ୟୁ ଗିନି ଭାରତ ପ୍ରଶାନ୍ତ ମହାସାଗରରେ ଅବସ୍ଥିତ ଏକ ଦ୍ୱୀପ ଦେଶ ଏବଂ ଏହାର ଅବସ୍ଥାନ ହେତୁ ଏହା ଭାରତ ପ୍ରଶାନ୍ତ ମହାସାଗରର ସୁରକ୍ଷା ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ପାପୁଆ ନ୍ୟୁ ଗିନି ଗସ୍ତ ଏବଂ ଭାରତର କୌଣସି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ଏହି କାରଣରୁ ଏହି ଯାତ୍ରା ମଧ୍ୟ ଅତ୍ୟନ୍ତ ସ୍ବତନ୍ତ୍ର । ସାଧାରଣତଃ ପପୁଆ ନ୍ୟୁ ଗିନିରେ ସା ପରେ ରାଜ୍ୟ ମୁଖ୍ୟମାନଙ୍କୁ ପାରମ୍ପାରିକ ସ୍ବାଗତ କରାଯାଏ ନାହିଁ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷେତ୍ରରେ ପାପୁଆ ନ୍ୟୁ ଗିନି ଏହାର ପରମ୍ପରା ବଦଳାଇବାକୁ ଯାଉଛି। ପପୁଆ ନ୍ୟୁ ଗିନିରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ପୂର୍ଣ୍ଣ ରାଷ୍ଟ୍ରିୟ ସମ୍ମାନ ସହ ପାରମ୍ପାରିକ ସ୍ବାଗତ କରାଯିବ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା ପାଇଁ ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀ ନିଜେ ବିମାନବନ୍ଦରରେ ପହଞ୍ଚିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri