ଜପାନରୁ ପପୁଆ ନ୍ୟୁ ଗିନି ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି

ହିରୋଶିମା,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ଯୋଗଦେବା ପରେ ରବିବାର ଜାପାନ ଛାଡିଛନ୍ତି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ଛାଡି ଭାରତ ପ୍ରଶାନ୍ତ ମହାସାଗରର ଏକ ଛୋଟ ଦେଶ ପପୁଆ ନ୍ୟୁ ଗିନି ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ପପୁଆ ନ୍ୟୁ ଗିନି ଭାରତ ପ୍ରଶାନ୍ତ ମହାସାଗରରେ ଅବସ୍ଥିତ ଏକ ଦ୍ୱୀପ ଦେଶ ଏବଂ ଏହାର ଅବସ୍ଥାନ ହେତୁ ଏହା ଭାରତ ପ୍ରଶାନ୍ତ ମହାସାଗରର ସୁରକ୍ଷା ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ପାପୁଆ ନ୍ୟୁ ଗିନି ଗସ୍ତ ଏବଂ ଭାରତର କୌଣସି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ଏହି କାରଣରୁ ଏହି ଯାତ୍ରା ମଧ୍ୟ ଅତ୍ୟନ୍ତ ସ୍ବତନ୍ତ୍ର । ସାଧାରଣତଃ ପପୁଆ ନ୍ୟୁ ଗିନିରେ ସା ପରେ ରାଜ୍ୟ ମୁଖ୍ୟମାନଙ୍କୁ ପାରମ୍ପାରିକ ସ୍ବାଗତ କରାଯାଏ ନାହିଁ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷେତ୍ରରେ ପାପୁଆ ନ୍ୟୁ ଗିନି ଏହାର ପରମ୍ପରା ବଦଳାଇବାକୁ ଯାଉଛି। ପପୁଆ ନ୍ୟୁ ଗିନିରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ପୂର୍ଣ୍ଣ ରାଷ୍ଟ୍ରିୟ ସମ୍ମାନ ସହ ପାରମ୍ପାରିକ ସ୍ବାଗତ କରାଯିବ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା ପାଇଁ ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀ ନିଜେ ବିମାନବନ୍ଦରରେ ପହଞ୍ଚିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri