Posted inଜାତୀୟ

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ଦେଶ

ନୂଆଦିଲ୍ଲୀ,୧୪ ।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ୧୩୨ତମ ଜନ୍ମଦିନ ଅବସରରେ ଦେଶ ଶ୍ରଦ୍ଧାଞ୍ଜଳି ଜଣାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶାନ୍ତିବନ ଯାଇ ନେହେରୁଙ୍କ ସମାଧି ସ୍ଥଳରେ ପୁଷ୍ପ ଅର୍ପଣ କରିଛନ୍ତି । ପିଲାଙ୍କର ପ୍ରିୟ ଚାଚା ନେହେରୁଙ୍କ ଜନ୍ମଦିନ ୧୪ ନଭେମ୍ବରକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି । ନେହେରୁଙ୍କ ମୃତ୍ୟୁ ପରେ ଛୋଟ ଛୋଟ ପିଲାମାନଙ୍କୁ ଭଲ ପାଉଥିବା ନେହେରୁଙ୍କ ଜନ୍ମଦିନକୁ ଦେଶରେ ଶିଶୁ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ ହୋଇଥାଏ । ନଭେମ୍ବର ୧୪, ୧୮୮୯ରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଜନ୍ମନେଇଥିଲେ ନେହେରୁ । ମେ ୨୭, ୧୯୬୪ରେ ତାଙ୍କର ପରଲୋକ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?