Posted inଜାତୀୟ

ଶ୍ୟାମା ପ୍ରସାଦ ମୁର୍ଖାଜୀଙ୍କ ୧୨୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୋଦି

ନୂଆଦିଲ୍ଲୀ,୬।୭: ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମ ପ୍ରସାଦ ମୁର୍ଖାଜୀଙ୍କ ୧୨୦ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଏହି ଅବସରରେ ବିଦ୍ୱାନ ଓ ବୁଦ୍ଧିଜୀବୀ ଶ୍ୟାମା ପ୍ରସାଦଙ୍କୁ ମନେପକାଇ ମୋଦି ଏକ ଟୁଇଟ କରିଛନ୍ତି। ମୁର୍ଖାଜୀଙ୍କ ଜୟନ୍ତୀରେ ମୋଦି ତାଙ୍କୁ ହାତ ଯୋଡ଼ି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଶ୍ୟାମା ପ୍ରସାଦଙ୍କ ଆଦର୍ଶ ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରଣା ଯୋଗାଇଥିଲା। ସେ ନିଜ ଜୀବନକୁ ଭାରତର ଏକତା ଓ ପ୍ରଗତି ପାଇଁ ଉର୍ତ୍ସଗ କରିଥିଲେ। ଏକ ଅସାଧାରଣ ବିଦ୍ୱାନ ଓ ବୁଦ୍ଧିଜୀବୀ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ। ସୂଚନାଯୋଗ୍ୟ, ୧୯୦୧ରୁ ୧୯୫୩ ପର୍ଯ୍ୟନ୍ତ ଶ୍ୟାମା ପ୍ରସାଦ ଜଣେ ରାଜନେତା, ବାରିଷ୍ଟର ତଥା ଶିକ୍ଷାବିତ୍‌ ରହିଥିଲେ। ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କ୍ୟାବିନେଟରେ ସେ ଶିଳ୍ପ ଓ ଯୋଗାଣ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri