ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କରିଥିଲେ । ତାଙ୍କର ଚାଷଶୈଳୀର ଉଦାହରଣ ଦେଇଥିଲେ ମୋଦୀ ।

ପ୍ରଧାନମନ୍ତ୍ରୀଙ୍କ କହିବା ଅନୁସାରେ, ବାପା ଶିବଶଙ୍କର ପଟେଲଙ୍କଠାରୁ ପ୍ରେରଣା ପାଇ ହିରୋଦ ଚାଷ କରୁଛନ୍ତି । ପାରମ୍ପରିକ କୃଷିକୁ ଏକ ଅତ୍ୟନ୍ତ ଲାଭଦାୟକ ଏବଂ ସ୍ଥାୟୀ ଉଦ୍ୟମରେ ପରିଣତ କରିବା କ୍ଷେତ୍ରରେ ସେ ଜଣେ ଅଗ୍ରଣୀ ଚାଷୀ।  ଧାନ, କଦଳୀ, ମାଛ ଚାଷ କରି ବେଶ୍ ଲାଭବାନ୍ ହୋଇଛନ୍ତି। ତାଙ୍କ ଚାଷ ପ୍ରଣାଳୀ ଅନେକ ଲୋକଙ୍କୁ ପ୍ରେରଣା ଯୋଗାଇଛି । ତାଙ୍କ ଚାଷ ଶୈଳୀ ଶିଖିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସୂଚନା ଅନୁସାରେ, ଯୁବ ଚାଷୀ ହିରୋଦ ପଟେଲ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ବ୍ଲକର ରତନପୁର ଗ୍ରାମର ବାସିନ୍ଦା । ହିରୋଦ ତାଙ୍କର ଅଭିନବ ସମନ୍ୱିତ କୃଷି ମଡେଲ ପାଇଁ ଉଲ୍ଲେଖନୀୟ ସ୍ୱୀକୃତି ପାଇଛନ୍ତି । ଧାନ, କଦଳୀ, ମାଛ ଚାଷ କରି ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି । ଅନ୍ୟମାନଙ୍କ ପାଇଁ ତାଙ୍କ ଫାର୍ମ ଏକ ଜୀବନ୍ତ ପ୍ରୟୋଗଶାଳା ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri