ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କରିଥିଲେ । ତାଙ୍କର ଚାଷଶୈଳୀର ଉଦାହରଣ ଦେଇଥିଲେ ମୋଦୀ ।

ପ୍ରଧାନମନ୍ତ୍ରୀଙ୍କ କହିବା ଅନୁସାରେ, ବାପା ଶିବଶଙ୍କର ପଟେଲଙ୍କଠାରୁ ପ୍ରେରଣା ପାଇ ହିରୋଦ ଚାଷ କରୁଛନ୍ତି । ପାରମ୍ପରିକ କୃଷିକୁ ଏକ ଅତ୍ୟନ୍ତ ଲାଭଦାୟକ ଏବଂ ସ୍ଥାୟୀ ଉଦ୍ୟମରେ ପରିଣତ କରିବା କ୍ଷେତ୍ରରେ ସେ ଜଣେ ଅଗ୍ରଣୀ ଚାଷୀ।  ଧାନ, କଦଳୀ, ମାଛ ଚାଷ କରି ବେଶ୍ ଲାଭବାନ୍ ହୋଇଛନ୍ତି। ତାଙ୍କ ଚାଷ ପ୍ରଣାଳୀ ଅନେକ ଲୋକଙ୍କୁ ପ୍ରେରଣା ଯୋଗାଇଛି । ତାଙ୍କ ଚାଷ ଶୈଳୀ ଶିଖିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସୂଚନା ଅନୁସାରେ, ଯୁବ ଚାଷୀ ହିରୋଦ ପଟେଲ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ବ୍ଲକର ରତନପୁର ଗ୍ରାମର ବାସିନ୍ଦା । ହିରୋଦ ତାଙ୍କର ଅଭିନବ ସମନ୍ୱିତ କୃଷି ମଡେଲ ପାଇଁ ଉଲ୍ଲେଖନୀୟ ସ୍ୱୀକୃତି ପାଇଛନ୍ତି । ଧାନ, କଦଳୀ, ମାଛ ଚାଷ କରି ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି । ଅନ୍ୟମାନଙ୍କ ପାଇଁ ତାଙ୍କ ଫାର୍ମ ଏକ ଜୀବନ୍ତ ପ୍ରୟୋଗଶାଳା ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ

ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…

୧୬ ନମ୍ବର ଜାତୀୟ ରାଜପଥରେ ୩ ଫୁଟ୍‌ର ପାଣି: ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ, ଟ୍ରକ୍ ଉପରେ ଜଳବନ୍ଦୀ ଥିବା ୧୮ ଜଣଙ୍କୁ…

ଗୋପାଳପୁର, ୨୯।୧୦ (ନବୀନ ରାଜ ଆଚାରୀ): ଗତ ତିନି ଦିନ ଧରି ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲାଗିରହିଥିବା ଅବିଶ୍ରାନ୍ତ ବର୍ଷା ଯୋଗୁ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି।…

‘ଟେଷ୍ଟ କ୍ରିକେଟରେ ଏବେ ବି ବହୁତ କିଛି ପ୍ରମାଣ କରିବାର ଅଛି’ ଯଶପ୍ରୀତ ବୁମରାଙ୍କ ସମ୍ପର୍କରେ ଏମିତି କହିଲେ ପାକିସ୍ତାନ କ୍ରିକେଟର

ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ…

ବାତ୍ୟାରେ ଉଜୁଡିଗଲା ମକା ଫସଲ

ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି।…

ଋଷିକୁଲ୍ୟାର କରାଳ ରୂପ: ବାହ୍ୟଜଗତରୁ ବିଚ୍ଛିନ୍ନ ପୁରୁଷୋତ୍ତମପୁର, ବୁଡ଼ିଲା ସରକାରୀ କାର୍ଯ୍ୟାଳୟ-ବଜାରଘାଟ, ରିଲିଫ୍ ଅପେକ୍ଷାରେ…

ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?