Posted inଜାତୀୟ

ଆଜି ରାଜସ୍ଥାନରେ ୫ ହଜାର କୋଟି ଉର୍ଦ୍ଧ୍ୱ ମୂଲ୍ୟ ପ୍ରକଳ୍ପର ମୂଳଦୁଆ ପକାଇବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜସ୍ଥାନ ଗସ୍ତ କରିବେ। ଏହି ସମୟରେ ସେ ରାଜସ୍ଥାନରେ ୫ ହଜାର କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ମୂଳଦୁଆ ପକାଇବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ନାଥଦ୍ୱାରସ୍ଥିତ ଶ୍ରୀନଥଜୀ ମନ୍ଦିରକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରକଳ୍ପର କେନ୍ଦ୍ରବିନ୍ଦୁ ଭିତ୍ତିଭୂମି ଏବଂ ସଂଯୋଗକୁ ମଜବୁତ କରିବା ଉପରେ ରହିବ। ସଡକ ଏବଂ ରେଳ କ୍ଷେତ୍ରର ପ୍ରକଳ୍ପଗୁଡିକ ସାମଗ୍ରୀ ଏବଂ ସେବାଗୁଡିକର ଗତିବିଧିକୁ ମଧ୍ୟ ସହଜ କରିବ। ଏଥି ସହିତ ପ୍ରଧାନମନ୍ତ୍ରୀ ରାଜସମନ୍ଦଏବଂ ଉଦୟପୁରରେ ଦୁଇ ଲେନ ବିଶିଷ୍ଟ ରାସ୍ତା ନିର୍ମାଣର ପ୍ରକଳ୍ପର ମୂଳଦୁଆ ପକାଇବେ।

ଭାଜପା ରାଜ୍ୟ ଅଧ୍ୟକ୍ଷ ସିପି ଯୋଶୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀନାଥଜୀ ମନ୍ଦିର ଗସ୍ତ କରିବେ। ଏହା ପରେ ସେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ ଏବଂ ଅନେକ କାର୍ଯ୍ୟକ୍ରମର ମୂଳଦୁଆ ମଧ୍ୟ ଉଦ୍‌ଘାଟନ କରିବେ। ଏହା ବ୍ୟତୀତ ମାବଲି ମାରୱାଡ ବ୍ରଡଗେଜ ଲାଇନର ମୂଳଦୁଆ ପକାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?