Posted inଜାତୀୟ

ଲକ୍ଷ୍ନୌରେ ପହଞ୍ଚିଲେ ମୋଦି

ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନକୁ ଯିବେ। ସେଠାରେ ମୋଦି ଯୋଗୀ ସରକାରଙ୍କ ମନ୍ତ୍ରୀମାନଙ୍କ ସହ ଏକ ବୈଠକ କରିବେ ଏବଂ ଉତ୍ତମ ଶାସନର ମନ୍ତ୍ର ଦେବେ ବୋଲି କୁହାଯାଉଛି। ବିମାନ ବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କ ସମେତ ୧୨ଜଣ କ୍ୟାବିନେଟ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦଙ୍କୁ ସ୍ବାଗତ କରିଥିଲେ। ସୂଚନାଯୋଗ୍ୟ, ମୋଦି ସୋମବାର ଏକଦିବସୀୟରେ ନେପାଳ ଗସ୍ତରେ ଯାଇଥିଲେ। ସେଠାରୁ ଫେରିବା ପରେ ସେ କୁଶୀନଗରର ବୌଦ୍ଧ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଏହାପରେ ମୋଦି ଲକ୍ଷ୍ନୌ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା: ଲୋକ ସଭା ପ୍ରାର୍ଥୀ ୯୫ ଲକ୍ଷ, ବିଧାନସଭା ପ୍ରାର୍ଥୀ ୪୦ ଲକ୍ଷ ଯାଏ ବ୍ୟୟ କରିପାରିବେ

ନୂଆଦିଲ୍ଲୀ,୭ା୧: ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା...

ଆଜିଠାରୁ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର

ନୂଆଦିଲ୍ଲୀ,୧୩ ।୫: ଗୋଟିଏ ପରେ ଗୋଟିଏ ରାଜ୍ୟରେ ପରାଜୟ ହେବା ପରେ ଏବେ ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ରାଜସ୍ଥାନର ଉଦୟପୁରରେ ଚିନ୍ତନ...

ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ୟାସିନ୍‌ ମଲିକ୍‌ଙ୍କୁ ପାଣ୍ଠି ଯୋଗାଉଥିଲେ ହାଫିଜ୍‌ ସଇଦ୍‌: ଏନ୍‌ଆଇଏ ରିପୋର୍ଟ

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମଲିକ୍‌ଙ୍କୁ ଲଶ୍କର-ଇ-ତୋଏବା ମୁଖ୍ୟ ୟାସିନ୍‌ ମଲିକ୍‌ ପାଣ୍ଠି ଯୋଗାଉଥିଲେ। ଏନେଇ ଏନ୍‌ଆଇଏ ପକ୍ଷରୁ ଏକ...

ଉପରମୁହାଁ ଦୈନିକ ସଂକ୍ରମଣ ପାଇଁ କେରଳ ଦାୟୀ…

ନୂଆଦିଲ୍ଲୀ,୨୩।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର...

ଆଣ୍ଡାମାନ ନିକୋବରରେ ସୁସ୍ଥ ହେଲେ ସମସ୍ତ ୧୧ କରୋନା ସଂକ୍ରମିତ

ପୋର୍ଟ ବ୍ଲେୟାର,୧୬।୪: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଆଣାମାନ ନିକୋବର ଦ୍ୱୀପ ମଧ୍ୟ ଏଥିରୁ ବାଦ୍‌ ପଡି ନ ଥିଲା।...

ଗ୍ୟାସ୍‌ ସଂଯୋଗ ପାଇଁ ଏବେ ସେଲ୍ଫ ଡିକ୍ଲେରେଶନ୍‌ ପର୍ଯ୍ୟାପ୍ତ, ସୂଚନା ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ୱଳା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ-୨.୦ ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶର ମହୋବା ଜିଲ୍ଲାର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଏହି ଅବସରରେ ଏଲପିଜି ସଂଯୋଗ...

ସଂସଦର ସମୟ ନଷ୍ଟ ନ କରି ପେଗାସସ୍‌ ଉପରେ ଆଲୋଚନା କରିବାକୁ କହିଲେ ରାହୁଲ…

ନୂଆଦିଲ୍ଲୀ,୨୯।୭: କଂଗ୍ରେସ ପକ୍ଷରୁ ଦରବୃଦ୍ଧି, କୃଷି ଆଇନ ନେଇ ସୃଷ୍ଟି ହୋଇଥିବା ଚାଷୀ ସମସ୍ୟା ଏବଂ ପେଗାସସ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା...

‘ସଚିନଙ୍କ ପାଇଁ ଭାଜପା ଦ୍ୱାରା ଖୋଲା’

ଜୟପୁର,୨୬।୯: ରାଜସ୍ଥାନରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ୟୁନିଟ ସଭାପତି ସତୀଶ ପୁନିଆ କଂଗ୍ରେସର କନ୍ଦଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ପୁନିଆ କହିଛନ୍ତି , ସଚିନ...

Advertisement
Archives

Model This Week