ଅଜୟ ଦେବଗନଙ୍କ ପୁଅଙ୍କ ପ୍ରଶଂସା କଲେ ମୋଦି: କହିଲେ ଏଭଳି

ବମ୍ବେ: ଦୁଇଦିନ ପୂର୍ବେ ନିଜର ୭୦ତମ ଜନ୍ମଦିବସ ପାଳନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଥିଲା। ଅନେକ ବଲିଉଡ୍‌ କଳାକାର ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହାର ଜବାବ ମଧ୍ୟ ଦେଇଥିଲେ ମୋଦି। ସେଥିରୁ ଜଣେ ଥିଲେ ଅଭିନେତା ଅଜୟ ଦେବଗନ। ଅଜୟଙ୍କ ଶୁଭେଚ୍ଛା ବାର୍ତ୍ତାର ଜବାବ ଦେବାବେଳେ ମୋଦି ତାଙ୍କ ପୁଅ ୟୁଗକୁ ପ୍ରୋତ୍ସାହିତ କରିଛନ୍ତି।

ନିଜର ବାର୍ତ୍ତାରେ ଅଜୟ ‘ମୋଦି ଜୀ, ୭୦ତମ ଜନ୍ମଦିନର ଅଭିନନ୍ଦନ। ଆପଣଙ୍କୁ ଆହୁରୀ ଶକ୍ତି ମିଳୁ’ ବୋଲି ଲେଖିଥିଲେ। ଜବାବ ଦେଇ ମୋଦି କହିଥିଲେ, ଆପଣଙ୍କୁ ଶୁଭକାମନା ପାଇ ଖୁସି ହେଲି। ୟୁଗ ନିଜ ଜନ୍ମଦିନରେ ପୃଥିବୀକୁ ସବୁଜସୁନ୍ଦର କରିବା ପାଇଁ କାମ କରୁଥିବା ଦେଖି ଖୁସି ଲାଗିଲା। ଏଭଳି ଭାବନା ପ୍ରଶଂସାଯୋଗ୍ୟ।

ସେପ୍ଟେମ୍ବର ୧୩ରେ ଅଜୟଙ୍କ ପୁଅ ୟୁଗଙ୍କ ଜନ୍ମଦିନ ଥିଲା। ତାଙ୍କର ଦୁଇଟି ଫଟୋ ଶେୟାର କରିଥିଲେ ଅଜୟ। ଏଥିରେ ତାଙ୍କୁ ହାତରେ କୋଦାଳ ଧରି ଗଛ ଲଗାଉଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri