Posted inଜାତୀୟ

ବିଦେଶ ଗସ୍ତରେ ମୋଦିଙ୍କୁ ମିଳିବ ‘ଦୁର୍ଲଭ’ ସମ୍ମାନ, ହାତ ଗଣତି ନେତାଙ୍କୁ ମିଳିଥାଏ ଏହି ସମ୍ମାନ

ନୂଆଦିଲ୍ଲୀ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ଟି ଦେଶର ଗସ୍ତ କାର୍ଯ୍ୟକ୍ରମକୁ ନେଇ ପ୍ରଥମେ ଜାପାନରେ ପହଞ୍ଚିଛନ୍ତି। ସେଠାରେ ସେ ଜାପାନର ହିରୋଶିମା ସହରରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହାପରେ ମୋଦି ହିନ୍ଦ ପ୍ରଶାନ୍ତ ମହାସାଗର ସ୍ଥିତ ଦେଶ ପପୁଆ ନ୍ୟୁ ଗିନିରେ ପହଞ୍ଚିବେ। ଏହାପରେ ମୋଦି ଅଷ୍ଟ୍ରେଲିଆ ଗସ୍ତ କରିବେ। ଏହି ବିଦେଶ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୁବ ସମ୍ମାନ ମିଳୁଛି। ହେଲେ ପପୁଆ ନ୍ୟୁ ଗିନି ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ଦୁର୍ଲଭ ସମ୍ମାନ ମିଳିବ, ଯାହା କେବଳ କେତେଜଣ ନେତାଙ୍କୁ ମିଳିଥାଏ।
ପ୍ରଧାନମନ୍ତ୍ରୀ ମୋଦି ରବିବାର ଭାରତ ପ୍ରଶାନ୍ତ ମହାସାଗରରେ ଥିବା ଦ୍ୱୀପପୁଞ୍ଜ ପାପୁଆ ନ୍ୟୁ ଗିନି ଗସ୍ତ କରିବେ। ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ପାପୁଆ ନ୍ୟୁ ଗିନି ଗସ୍ତ ଏବଂ ଭାରତର କୌଣସି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ଏହି କାରଣରୁ ଏହି ଯାତ୍ରା ମଧ୍ୟ ଅତ୍ୟନ୍ତ ସ୍ବତନ୍ତ୍ର । ସାଧାରଣତଃ ପପୁଆ ନ୍ୟୁ ଗିନିରେ ସା ପରେ ରାଜ୍ୟ ମୁଖ୍ୟମାନଙ୍କୁ ପାରମ୍ପାରିକ ସ୍ବାଗତ କରାଯାଏ ନାହିଁ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷେତ୍ରରେ ପାପୁଆ ନ୍ୟୁ ଗିନି ଏହାର ପରମ୍ପରା ବଦଳାଇବାକୁ ଯାଉଛି। ପପୁଆ ନ୍ୟୁ ଗିନିରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ପୂର୍ଣ୍ଣ ରାଷ୍ଟ୍ରିୟ ସମ୍ମାନ ସହ ପାରମ୍ପାରିକ ସ୍ବାଗତ କରାଯିବ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା ପାଇଁ ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀ ନିଜେ ବିମାନବନ୍ଦରରେ ପହଞ୍ଚିବେ।

ପାପୁଆ ନ୍ୟୁ ଗିନି ପରେ ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲିଆ ଗସ୍ତରେ ଯିବେ। ଅଷ୍ଟ୍ରେଲିଆରେ ପ୍ରଧାନମନ୍ତ୍ରୀ ମୋଦୀ ସିଡନୀରେ ଏକ ସୱତନ୍ତ୍ର କାର୍ଯ୍ୟକ୍ରମରେ ଭାରତୀୟ ମୂଳ ନାଗରିକଙ୍କୁ ଭେଟିବେ। ଲିଟିଲ ଇଣ୍ଡିଆ ଭାବରେ ଜଣାଶୁଣା ହ୍ୟାରିସ ପାର୍କ ଅଞ୍ଚଳରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri