Posted inଜାତୀୟ

କୁନୋ ନ୍ୟାଶନାଲ ପାର୍କରେ ଚିତାଙ୍କୁ ଛାଡିଲେ ମୋଦି

ଭୋପାଳ,୧୭।୯: ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ୮ ଚିତା ଶନିବାର କୁନୋ ନ୍ୟାଶନାଲ ପାର୍କରେ ପହଞ୍ଚିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାନଙ୍କୁ ସ୍ବାଗତ କରି ପାର୍କରେ ଛାଡିଛନ୍ତି। ଏପରିକି ମୋଦି ଚିତାଙ୍କ ଫଟୋ ଉଠାଇଥିଲେ।

ନାମିବିୟାରୁ ସ୍ବତନ୍ତ୍ର ବିମାନ ଯୋଗେ ଶନିବାର ୮ଟି ଚିତା ବାଘ ମଧ୍ୟପ୍ରଦେଶର ଗ୍ବାଲିୟର୍‌ରେ ପହଞ୍ଚିଥିଲେ। ଏହାପରେ ବାୟୁସେନାର ଏକ ସ୍ବତନ୍ତ୍ର ଚିନୁକ୍‌ ହେଲିକପ୍ଟର ଯୋଗେ ୮ ଚିତା ଶନିବାର କୁନୋ ନ୍ୟାଶନାଲ ପାର୍କକୁ ନିଆଯାଇଥିଲା। ଅନ୍ୟପଟେ, ୮ ଚିତା ଆସିବା ରାଜ୍ୟ ପାଇଁ ବଡ ଉପହାର ବୋଲି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?